ରାଉରକେଲାର ସେକ୍ଟର ୩ରେ ଥିବା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ କାର୍ତ୍ତିକ ପାଣ୍ଡିଆନ, ସେବାୟତ ଓ ଜନତାଙ୍କ ସହ କଲେ ଆଲୋଚନା

The Sakala Picture
Published On

ରାଉରକେଲା: ରାଉରକେଲାରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଉରକେଲାର ସେକ୍ଟର ୩ରେ ଥିବା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ସେବାୟତ ଓ ଜନତାଙ୍କ ସହ ଆଲୋଚନା କଲେ କାର୍ତ୍ତିକ ପାଣ୍ଡିଆନ । ଗତକାଲିଠାରୁ ରାଉରକେଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି। ଗସ୍ତ ସମୟରେ ରଘୁନାଥପାଲି ବିଜେଡି ପ୍ରାର୍ଥୀ ଅର୍ଚ୍ଚନା ରେଖା ବେହେରା, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ବହୁ ବିଜେଡି ନେତା ଉପସ୍ଥିତ ଥିଲେ। ପରେ […]

ରାଉରକେଲା: ରାଉରକେଲାରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଉରକେଲାର ସେକ୍ଟର ୩ରେ ଥିବା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ସେବାୟତ ଓ ଜନତାଙ୍କ ସହ ଆଲୋଚନା କଲେ କାର୍ତ୍ତିକ ପାଣ୍ଡିଆନ । ଗତକାଲିଠାରୁ ରାଉରକେଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ଗସ୍ତ ସମୟରେ ରଘୁନାଥପାଲି ବିଜେଡି ପ୍ରାର୍ଥୀ ଅର୍ଚ୍ଚନା ରେଖା ବେହେରା, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ବହୁ ବିଜେଡି ନେତା ଉପସ୍ଥିତ ଥିଲେ। ପରେ ପାନ୍ଥନିବାସ ଠାରେ ରାଉରକେଲା ସହରର ବିଭିନ୍ନ ସଂଗଠନର କର୍ମକର୍ତ୍ତାଙ୍କ ସହ ସାକ୍ଷାତ କରି ଆଲୋଚନା କରିଥିଲେ ପାଣ୍ଡିଆନ। ଗତକାଲି ରାଉରକେଲାରେ ବିଶାଳ ରୋଡ ଶୋ କରିଥିଲେ ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷାରେ ସ୍ଥିତି ବେହାଲ: ରାଜ୍ୟର ୫ଟି ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ଆଜି ସୁନ୍ଦରଗଡ଼ ଜିଲ୍ଲାର ରଘୁନାଥପାଲି ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ରାଉରକେଲା ସହରର ସେକ୍ଟର-୨ ଦୁର୍ଗାପୂଜା ପଡ଼ିଆରେ ନିର୍ବାଚନୀ ସଭାରେ 5T ଅଧ୍ୟକ୍ଷ ଯୋଗ ଦେବେ। ପରେ ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ରାମପାଲ ଠାରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଏହାପରେ ବଣାଇ ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ବଡ ପୁରୁଣାପାଣି ଠାରେ ନିର୍ବାଚନୀ ସଭାରେ ଯୋଗ ଦେବେ। ସେହିପରି ସଂଧ୍ୟାରେ ସୁନ୍ଦରଗଡ଼ରେ ରୋଡ ସୋ କରିବେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଚାଞ୍ଚଲ୍ୟ: ବାପାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁଅ, ପାରିବାରିକ କଳହ ସନ୍ଦେହ

11 May 2024 By The Sakala

ରାଉରକେଲାର ସେକ୍ଟର ୩ରେ ଥିବା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ କାର୍ତ୍ତିକ ପାଣ୍ଡିଆନ, ସେବାୟତ ଓ ଜନତାଙ୍କ ସହ କଲେ ଆଲୋଚନା

ରାଉରକେଲା: ରାଉରକେଲାରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଉରକେଲାର ସେକ୍ଟର ୩ରେ ଥିବା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ସେବାୟତ ଓ ଜନତାଙ୍କ ସହ ଆଲୋଚନା କଲେ କାର୍ତ୍ତିକ ପାଣ୍ଡିଆନ । ଗତକାଲିଠାରୁ ରାଉରକେଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି।

ଗସ୍ତ ସମୟରେ ରଘୁନାଥପାଲି ବିଜେଡି ପ୍ରାର୍ଥୀ ଅର୍ଚ୍ଚନା ରେଖା ବେହେରା, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ବହୁ ବିଜେଡି ନେତା ଉପସ୍ଥିତ ଥିଲେ। ପରେ ପାନ୍ଥନିବାସ ଠାରେ ରାଉରକେଲା ସହରର ବିଭିନ୍ନ ସଂଗଠନର କର୍ମକର୍ତ୍ତାଙ୍କ ସହ ସାକ୍ଷାତ କରି ଆଲୋଚନା କରିଥିଲେ ପାଣ୍ଡିଆନ। ଗତକାଲି ରାଉରକେଲାରେ ବିଶାଳ ରୋଡ ଶୋ କରିଥିଲେ ପାଣ୍ଡିଆନ।

ଆଜି ସୁନ୍ଦରଗଡ଼ ଜିଲ୍ଲାର ରଘୁନାଥପାଲି ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ରାଉରକେଲା ସହରର ସେକ୍ଟର-୨ ଦୁର୍ଗାପୂଜା ପଡ଼ିଆରେ ନିର୍ବାଚନୀ ସଭାରେ 5T ଅଧ୍ୟକ୍ଷ ଯୋଗ ଦେବେ। ପରେ ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ରାମପାଲ ଠାରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଏହାପରେ ବଣାଇ ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ବଡ ପୁରୁଣାପାଣି ଠାରେ ନିର୍ବାଚନୀ ସଭାରେ ଯୋଗ ଦେବେ। ସେହିପରି ସଂଧ୍ୟାରେ ସୁନ୍ଦରଗଡ଼ରେ ରୋଡ ସୋ କରିବେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର