ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ବିକାଶମୂଳକ କାର୍ଯ୍ୟର କଲେ ସମୀକ୍ଷା

The Sakala Picture
Published On

କେନ୍ଦ୍ରାପଡା: ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଜନଗର ବ୍ଲକ କେରେଡାଗଡ଼ରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି ବୋଲି ଜନତାଙ୍କୁ କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ୬୦ ଦିନ ଭିତରେ ଆରମ୍ଭ ହେଲା ସେତୁ କାମ । ନିର୍ଦ୍ଧାରିତ ସମୟ ଆଗରୁ କାମ ସାରିବାକୁ ଲକ୍ଷ୍ୟ ରହିଛି । ସାତଭାୟା ପାଇଁ ୨୨.୫୦ କୋଟି ମଂଜୁର ହୋଇଛି । ବାୟାବାବା ମଠ […]

କେନ୍ଦ୍ରାପଡା: ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଜନଗର ବ୍ଲକ କେରେଡାଗଡ଼ରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି ବୋଲି ଜନତାଙ୍କୁ କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ୬୦ ଦିନ ଭିତରେ ଆରମ୍ଭ ହେଲା ସେତୁ କାମ । ନିର୍ଦ୍ଧାରିତ ସମୟ ଆଗରୁ କାମ ସାରିବାକୁ ଲକ୍ଷ୍ୟ ରହିଛି । ସାତଭାୟା ପାଇଁ ୨୨.୫୦ କୋଟି ମଂଜୁର ହୋଇଛି । ବାୟାବାବା ମଠ ପାଇଁ ୪.୯୫ କୋଟି । ଜଗନ୍ନାଥ ମନ୍ଦିର ପାଇଁ ୩.୩ କୋଟି ମଂଜୁର ହୋଇଛି । ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତାରୁ ୧୧.୭୫ କୋଟି ମଂଜୁର । ୬ ମାସରେ ରାଜନଗର ୧୩୫ କୋଟି ପାଇଛି ବୋଲି କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

18 Dec 2023 By The Sakala

ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ବିକାଶମୂଳକ କାର୍ଯ୍ୟର କଲେ ସମୀକ୍ଷା

କେନ୍ଦ୍ରାପଡା: ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଜନଗର ବ୍ଲକ କେରେଡାଗଡ଼ରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି ବୋଲି ଜନତାଙ୍କୁ କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ୬୦ ଦିନ ଭିତରେ ଆରମ୍ଭ ହେଲା ସେତୁ କାମ । ନିର୍ଦ୍ଧାରିତ ସମୟ ଆଗରୁ କାମ ସାରିବାକୁ ଲକ୍ଷ୍ୟ ରହିଛି । ସାତଭାୟା ପାଇଁ ୨୨.୫୦ କୋଟି ମଂଜୁର ହୋଇଛି । ବାୟାବାବା ମଠ ପାଇଁ ୪.୯୫ କୋଟି । ଜଗନ୍ନାଥ ମନ୍ଦିର ପାଇଁ ୩.୩ କୋଟି ମଂଜୁର ହୋଇଛି । ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତାରୁ ୧୧.୭୫ କୋଟି ମଂଜୁର । ୬ ମାସରେ ରାଜନଗର ୧୩୫ କୋଟି ପାଇଛି ବୋଲି କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର