ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।
ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଆଳି ଡଙ୍ଗା ବୁଡ଼ି ଘଟଣା: ମୃତ ବ୍ୟକ୍ତିଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀଙ୍କ
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି। ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ […]