ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। ଭିତରକନିକାର ପ୍ରାକୃତିକ ଶୋଭାରାଜିକୁ ବୁଲି ଉପଭୋଗ କରିପାରିବେ ପର୍ଯ୍ୟଟକ । କୁମ୍ଭୀର ଗଣନା ପାଇଁ ଗତ ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିଥିଲା। ନଦୀ ନାଳ ମାନଙ୍କ ରେ ବୋଟ ଚଳାଚଳ ବନ୍ଦ ହେବା ପରେ ଦିନ ଓ ରାତି ସମୟରେ କୁମ୍ଭୀର ଗଣନା କରାଯାଇଥିଲା । ପର୍ଯ୍ୟଟକ ଆସିଲେ […]

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। ଭିତରକନିକାର ପ୍ରାକୃତିକ ଶୋଭାରାଜିକୁ ବୁଲି ଉପଭୋଗ କରିପାରିବେ ପର୍ଯ୍ୟଟକ । କୁମ୍ଭୀର ଗଣନା ପାଇଁ ଗତ ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିଥିଲା। ନଦୀ ନାଳ ମାନଙ୍କ ରେ ବୋଟ ଚଳାଚଳ ବନ୍ଦ ହେବା ପରେ ଦିନ ଓ ରାତି ସମୟରେ କୁମ୍ଭୀର ଗଣନା କରାଯାଇଥିଲା । ପର୍ଯ୍ୟଟକ ଆସିଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ହେବା ଆଶଙ୍କା ଥିବାରୁ ଭିତରକନିକା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥିଲା ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

23 Jan 2025 By The Sakala

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। ଭିତରକନିକାର ପ୍ରାକୃତିକ ଶୋଭାରାଜିକୁ ବୁଲି ଉପଭୋଗ କରିପାରିବେ ପର୍ଯ୍ୟଟକ । କୁମ୍ଭୀର ଗଣନା ପାଇଁ ଗତ ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିଥିଲା। ନଦୀ ନାଳ ମାନଙ୍କ ରେ ବୋଟ ଚଳାଚଳ ବନ୍ଦ ହେବା ପରେ ଦିନ ଓ ରାତି ସମୟରେ କୁମ୍ଭୀର ଗଣନା କରାଯାଇଥିଲା । ପର୍ଯ୍ୟଟକ ଆସିଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ହେବା ଆଶଙ୍କା ଥିବାରୁ ଭିତରକନିକା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର