ଦୀର୍ଘ ୩ ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

କେନ୍ଦ୍ରାପଡ଼ା: ଆଜି ଠାରୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ତିନି ମାସ ଧରି ବନ୍ଦ ରହି ଥିଲା ଭିତରକନିକା ଜାତୀୟ ଉଦ୍ୟାନ। ଏପ୍ରିଲ ୩୦ ତାରିଖରୁ ଜୁଲାଇ ୩୧ତାରିଖ ଯାଏଁ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା। ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ୩ ମାସ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରଖାଯାଇଥିଲା। ସୂଚନା ଅନୁଯାୟୀ, ପ୍ରଜନନ ଋତୁ […]

କେନ୍ଦ୍ରାପଡ଼ା: ଆଜି ଠାରୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ତିନି ମାସ ଧରି ବନ୍ଦ ରହି ଥିଲା ଭିତରକନିକା ଜାତୀୟ ଉଦ୍ୟାନ। ଏପ୍ରିଲ ୩୦ ତାରିଖରୁ ଜୁଲାଇ ୩୧ତାରିଖ ଯାଏଁ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା। ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ୩ ମାସ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରଖାଯାଇଥିଲା।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ସୂଚନା ଅନୁଯାୟୀ, ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧିଥାନ୍ତି। ନଦୀ କୂଳଠାରୁ ଜୁଆର ଛୁଇଁ ପାରୁ ନ ଥିବା ନିରାପଦ ସ୍ଥାନରେ ଏମାନେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧା ଦେଖାଦେଲେ ଆକ୍ରମଣ କରିବାକୁ ପଛାଇ ନ ଥାନ୍ତି। ଏହାକୁ ଦୃଷ୍ଟିରେ ରଖି ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ଭ୍ରମଣ ପାଇଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିଲା।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

01 Aug 2023 By The Sakala

ଦୀର୍ଘ ୩ ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆଜି ଠାରୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ତିନି ମାସ ଧରି ବନ୍ଦ ରହି ଥିଲା ଭିତରକନିକା ଜାତୀୟ ଉଦ୍ୟାନ। ଏପ୍ରିଲ ୩୦ ତାରିଖରୁ ଜୁଲାଇ ୩୧ତାରିଖ ଯାଏଁ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା। ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ୩ ମାସ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରଖାଯାଇଥିଲା।

ସୂଚନା ଅନୁଯାୟୀ, ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧିଥାନ୍ତି। ନଦୀ କୂଳଠାରୁ ଜୁଆର ଛୁଇଁ ପାରୁ ନ ଥିବା ନିରାପଦ ସ୍ଥାନରେ ଏମାନେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧା ଦେଖାଦେଲେ ଆକ୍ରମଣ କରିବାକୁ ପଛାଇ ନ ଥାନ୍ତି। ଏହାକୁ ଦୃଷ୍ଟିରେ ରଖି ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ଭ୍ରମଣ ପାଇଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର