ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ

The Sakala Picture
Published On

ରାଜନଗର: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ଏହାରି ମଧ୍ଯର ଅଘଟଣ ଦେଖିବାକୁ ମିଳିଛି। ମାଟ୍ରିକ ପିଲାଙ୍କୁ ଆଣୁଥିବା ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀକୁ ଧକ୍କା ଦେଇ ବୋଲେରୋଟି ଓଲଟି ପଡ଼ିଥିବା ଜଣାପଡ଼ିଛି। ବିବେକାନନ୍ଦ ହାଇସ୍କୁଲ ବାଘମାରୀର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲରରେ ଯିବା ସମୟରେ ଏଭଳି ଅଘଟଣ ଘଟିଛି। ଜଣେ ଛାତ୍ରୀ ଗୁରୁତର […]

ରାଜନଗର: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ଏହାରି ମଧ୍ଯର ଅଘଟଣ ଦେଖିବାକୁ ମିଳିଛି। ମାଟ୍ରିକ ପିଲାଙ୍କୁ ଆଣୁଥିବା ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀକୁ ଧକ୍କା ଦେଇ ବୋଲେରୋଟି ଓଲଟି ପଡ଼ିଥିବା ଜଣାପଡ଼ିଛି। ବିବେକାନନ୍ଦ ହାଇସ୍କୁଲ ବାଘମାରୀର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲରରେ ଯିବା ସମୟରେ ଏଭଳି ଅଘଟଣ ଘଟିଛି। ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ଛାତ୍ର ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ତାଳଚୁଆ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

21 Feb 2025 By The Sakala

ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ

ରାଜନଗର: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ଏହାରି ମଧ୍ଯର ଅଘଟଣ ଦେଖିବାକୁ ମିଳିଛି। ମାଟ୍ରିକ ପିଲାଙ୍କୁ ଆଣୁଥିବା ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀକୁ ଧକ୍କା ଦେଇ ବୋଲେରୋଟି ଓଲଟି ପଡ଼ିଥିବା ଜଣାପଡ଼ିଛି। ବିବେକାନନ୍ଦ ହାଇସ୍କୁଲ ବାଘମାରୀର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲରରେ ଯିବା ସମୟରେ ଏଭଳି ଅଘଟଣ ଘଟିଛି। ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ଛାତ୍ର ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ତାଳଚୁଆ ମେଡିକାଲରେ ଭର୍ତ୍ତି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର