ମନୋରଞ୍ଜନ

ହୃଦଘାତରେ ଆଖି ବୁଜିଲେ ବଲିଉଡର 'କ୍ରାନ୍ତିବୀର' ବର୍ଷୀୟାନ ଅଭିନେତା ନାନା ପାଟେକର
ଚେକ୍ ବାଉନ୍ସ ମାମଲା: ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ, ୧.୧୫ କୋଟି ଟଙ୍କା ଜମା କରିବାକୁ ନିର୍ଦ୍ଦେଶ
ଇଣ୍ଡୋନେସିଆରେ ବଲିଉଡ୍ ଅଭିନେତ୍ରୀ ନୁସରତ ଭରୁଚାଙ୍କ ବଡ଼ ଦୁର୍ଘଟଣା: ମେରୁଦଣ୍ଡରେ ଫ୍ରାକ୍ଚର, ଏୟାର ଆମ୍ବୁଲାନ୍ସରେ ଫେରିବେ ଭାରତ
ଏଆଇ କମ୍ପାନୀ ବିରୋଧରେ କୋର୍ଟରେ ପହଞ୍ଚିଲେ ଉର୍ବଶୀ ରୌତେଲା, ମାଗିଲେ ୭୦୦୦ କୋଟି ଟଙ୍କାର କ୍ଷତିପୂରଣ
ବଲିଉଡ୍ ଅଭିନେତା ମୁସ୍ତାକ ଖାନଙ୍କ ପରଲୋକ, ୫୭ ବର୍ଷ ବୟସରେ କ୍ୟାନ୍‌ସରରେ ଆଖି ବୁଜିଲେ ଅଭିନେତା
ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ପାଇଲେ ୟାମି ଗୌତମ; କହିଲେ, ‘ଏବେ ବି ନିଜକୁ ନୂଆ କଳାକାର ଭଳି ଲାଗୁଛି’

ଜୀବନଚର୍ଯ୍ୟା

କ'ଣ ଜୁମ୍ବା ପ୍ରକୃତରେ ଏକ ଫୁଲ୍-ବଡି ୱାର୍କଆଉଟ୍ ହୋଇପାରେ? ଜାଣନ୍ତୁ ଫିଟନେସ୍ ବିଶେଷଜ୍ଞଙ୍କ ମତ
ଦିନ ତମାମ ପରିଶ୍ରମ ପରେ ଶାନ୍ତିରେ ଶୋଇବା ପାଇଁ ଅସୁବିଧା ହେଉଛି କି? ଶୋଇବା ପୂର୍ବରୁ କରନ୍ତୁ ଏହି ସହଜ ଯୋଗାସନ
କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଦେବ ପିଆଜ ଚୋପା, ଜାଣନ୍ତୁ କଳା ଏବଂ ଘନ କେଶ ପାଇଁ ଏହାର ବ୍ୟବହାର
ଲିଭର ପାଇଁ ବରଦାନ ସାଜିବ କଫି: ୧୩ ବର୍ଷର ରିସର୍ଚ୍ଚରୁ ମିଳିଲା ବଡ଼ ଖୁସି ଖବର
ମଦ୍ୟପାନକୁ 'ନା' କହୁଛି ଆଜିର ଯୁବପିଢ଼ି: ସ୍ୱାସ୍ଥ୍ୟ ଓ ମାନସିକ ଶାନ୍ତି ପାଇଁ ବଦଳୁଛି ଜୀବନଶୈଳୀ
ଗର୍ଭାବସ୍ଥାର ତୃତୀୟ ତ୍ରୈମାସିକରେ ନିଦ୍ରାହୀନତା ସମସ୍ୟା ଦେଖାଦେଉଛି କି? ଜାଣନ୍ତୁ ବିଶେଷଜ୍ଞ ଡାକ୍ତର ସୁଶ୍ରୁତା ମୋକଦମ୍‌ଙ୍କ ପରାମର୍ଶ

କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ାରେ ଅଭାବନୀୟ ଘଟଣା: ମଦ୍ୟପ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ, ଅଭିଯୁକ୍ତା ଥାନାରେ ଅଟକ

କେନ୍ଦ୍ରାପଡ଼ା: ପୁଅ, ଝିଅ ସହ ମିଶି ମଦ୍ୟପ ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ । ନିଶାସକ୍ତ ଅବସ୍ଥାରେ ଶୋଇଥିବା ବେଳେ ତଣ୍ଟିରେ ଛିଡ଼ା ହୋଇ ହତ୍ୟା । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମାଳପାଟଣା ଗ୍ରାମରେ ଘଟିଛି ଏପରି ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳା ନିଜ ମଦ୍ୟପ...
ଓଡ଼ିଶା  କେନ୍ଦ୍ରାପଡ଼ା 

ଶୁଭଶ୍ରୀ ନିଖୋଜ ଘଟଣା: ଥାନାରେ ଏତଲା ଦେବାରେ ୭ ଦିନର ବିଳମ୍ବ, ଘନୀଭୂତ ହେଉଛି ରହସ୍ୟ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ରାଜପୁର ଗାଁର ଯୁବତୀ ଶୁଭଶ୍ରୀଙ୍କ ନିଖୋଜ ଘଟଣା ଏବେ ଏକ ନୂଆ ରହସ୍ୟ ସୃଷ୍ଟି କରିଛି। ଝିଅ ନିଖୋଜ ହେବାର ଏକ ସପ୍ତାହ ପରେ ପରିବାର ଲୋକେ ଥାନାରେ ଏତଲା ଦେବା ଘଟଣାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି, ଯାହା ପୋଲିସ ଓ ସ୍ଥାନୀୟ ଲୋକଙ୍କୁ...
ଓଡ଼ିଶା  କେନ୍ଦ୍ରାପଡ଼ା 

କେନ୍ଦ୍ରାପଡ଼ା ଶୁଭଶ୍ରୀ ମୃତ୍ୟୁ ରହସ୍ୟ: ଏଯାଏଁ ମିଳିଲାନି ମୃତଦେହ, ୫ ଜଣଙ୍କୁ ଅଟକ ରଖି ପୋଲିସର ଖୋଳତାଡ଼

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ରାଜପୁର ଗାଁର ଯୁବତୀ ଶୁଭଶ୍ରୀ ଦାସଙ୍କ ମୃତ୍ୟୁ ରହସ୍ୟ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ତାଙ୍କ ମୃତଦେହ ଉଦ୍ଧାର ହୋଇପାରି ନାହିଁ। ଶବକୁ ଖୋଜିବା ପାଇଁ ପୋଲିସ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ ଅଭିଯାନ ଲଗାତାର ଜାରି ରହିଛି। ଅଭିଯୋଗ ଅନୁଯାୟୀ, ହତ୍ୟାକାରୀମାନେ ପ୍ରମାଣ...
ଓଡ଼ିଶା  କେନ୍ଦ୍ରାପଡ଼ା 

ମାଛ ଧରା ଜାଲରୁ ଉଦ୍ଧାର ହେଲା ୬ ଫୁଟ୍ ଲମ୍ବର ବଉଳା କୁମ୍ଭୀର

କେନ୍ଦ୍ରାପଡ଼ା: ମାଛ ଧରା ଜାଲରୁ ୬ ଫୁଟ୍ ଲମ୍ବର ବଉଳା କୁମ୍ଭୀର ଉଦ୍ଧାର । କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ରାଜନଗର ଅଞ୍ଚଳରୁ ସାମ୍ନାକୁ ଆସିଛି ଏପରି ଏକ ଅଭାବନୀୟ ଘଟଣା । ବ୍ରାହ୍ମଣୀଖୋଳା ଗାଁରେ ମାଛ ଧରିବା ପାଇଁ ପକାଯାଇଥିବା ଏକ ଜାଲରେ ୬ ଫୁଟ୍ ଲମ୍ବର ଏକ ବଉଳା କୁମ୍ଭୀର ଛନ୍ଦି ହୋଇଯାଇଥିଲା। ବନ...
ଓଡ଼ିଶା  କେନ୍ଦ୍ରାପଡ଼ା 

କେନ୍ଦ୍ରାପଡ଼ାରେ ବନ୍ୟା ଯୋଗୁଁ ଜଳବନ୍ଦୀ ଥିବା ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସୁରକ୍ଷିତ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

କେନ୍ଦ୍ରାପଡ଼ା: ଜଳବନ୍ଦୀ ୩୦୦ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍ । କେନ୍ଦ୍ରାପଡ଼ା ଜିଲ୍ଲାର କୁଳସାହି ଗ୍ରାମରେ ବନ୍ୟା ଯୋଗୁଁ ଫସି ରହିଥିବା ଏକ ସରକାରୀ ଅନୁସୂଚିତ ଜାତି ଓ ଜନଜାତି (SC/ST) ଆବାସିକ ବିଦ୍ୟାଳୟର ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି ଓଡ୍ରାଫ୍ ଟିମ୍ । ଦୀର୍ଘ...
ଓଡ଼ିଶା  ବଡ ଖବର  କେନ୍ଦ୍ରାପଡ଼ା 

କେନ୍ଦ୍ରାପଡ଼ାରେ ୩ ଦିନ ପରେ ଉଦ୍ଧାର ହେଲେ ନିଖୋଜ ଛାତ୍ର: ମାଡ଼ ମାରିବାର ଭିଡିଓ ହୋଇଥିଲା ଭାଇରାଲ

କେନ୍ଦ୍ରାପଡ଼ା: ୩ ଦିନ ପରେ ଉଦ୍ଧାର ହେଲେ ନିଖୋଜ ଛାତ୍ର । କେନ୍ଦ୍ରାପଡ଼ା ଜିଲ୍ଲାରେ ଅପହରଣ ତଥା ଆକ୍ରମଣର ଶିକାର ହୋଇଥିବା ଜଣେ ନିଖୋଜ ଛାତ୍ରଙ୍କୁ ୩ ଦିନ ପରେ ପୋଲିସ ଉଦ୍ଧାର କରିବାରେ ସଫଳ ହୋଇଛି। ଏହି ଛାତ୍ରଙ୍କୁ ନିର୍ଦ୍ଦୟ ଭାବେ ପିଟାଯାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ...
ଓଡ଼ିଶା  କେନ୍ଦ୍ରାପଡ଼ା 

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର !

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସୋମବାର ଭୋର ସମୟରେ ନଦୀରେ ଗାଧୋଉଥିବା ବେଳେ ଜଣେ ୪୬ ବର୍ଷୀୟା ମହିଳାଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣାଟି ଆଳପୁଆ ପଞ୍ଚାୟତର ଦାମଦରପାଟଣା ଗାଁରେ ଘଟିଛି। ଗତ ଏକ ସପ୍ତାହ ଧରି...
ଓଡ଼ିଶା  କେନ୍ଦ୍ରାପଡ଼ା 

ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣାରେ ଆଉ ଜଣେ ଗିରଫ

କେନ୍ଦ୍ରାପଡା: ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣାରେ ଆଉ ଜଣକୁ ଗିରଫ କଲା ପୋଲିସ । ବିଶ୍ୱଜିତ୍‌ ମହାପାତ୍ର ନାମକ ଯୁବକଙ୍କୁ ଗିରଫ କଲା ମହାକାଳପଡ଼ା ପୋଲିସ୍ । ଏପର୍ଯ୍ୟନ୍ତ ଚାମେଲି ବିବାଦ ଘଟଣାରେ ତିନି ଜଣ ଗିରଫ ହୋଇଛନ୍ତି । ପୂର୍ବରୁ ଚାମେଲିଙ୍କ ମୋବାଇଲ ଛଡ଼ାଇନେବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ପାର୍ଥସାରଥୀ...
ଓଡ଼ିଶା  କେନ୍ଦ୍ରାପଡ଼ା 

କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅଭାବନୀୟ ଘଟଣା । ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଶୁକ୍ରବାର ଅପରାହ୍ଣରେ ଜଣେ ଅଜଣା ଯୁବକ କାର୍ଯ୍ୟାଳୟ ଭିତରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବେକରେ ଗାମୁଛା ବାନ୍ଧି ଝୁଲି ପଡ଼ିଛନ୍ତି ଯୁବକ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ...
ଓଡ଼ିଶା  କେନ୍ଦ୍ରାପଡ଼ା 

ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

କେନ୍ଦ୍ରାପଡ଼ା: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ । ପାଖରେ ନାହିଁ ପାସପୋର୍ଟ, ଚାରିମାସ ହେଲା ଦରମା ମିଳୁ ନଥିବାରୁ ଭୋକ ଉପବାସରେ କଟୁଛି ଜୀବନ । ଘରକୁ ଫେରାଇ ଆଣିବାକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ଓଡିଶା ସରକାରଙ୍କୁ ଆକୁଳ ନିବେଦନ କଲେ ଶ୍ରମିକ । ଥାଇଲ୍ୟାଣ୍ଡରେ କାମ କରିବାକୁ ଯାଇଥିବା ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାର...
ଓଡ଼ିଶା  ବଡ ଖବର  କେନ୍ଦ୍ରାପଡ଼ା 

ଥାନା ଭିତରେ ପୁଲିସ୍‌ର ଥାର୍ଡ ଡିଗ୍ରୀ: ମହିଳାଙ୍କୁ ଅର୍ଦ୍ଧ ଉଲଗ୍ନ କରି ମାଡ଼, ପୁଅକୁ ପାଇଖାନା ଭିତରେ ପୂରାଇ...

ରାଜନଗର: ଥାନା ଭିତରେ ମହିଳାଙ୍କ ଚୁଟି ଘୋଷାଡ଼ିବା ସହ ତାଙ୍କୁ ଅର୍ଦ୍ଧ ଉଲଗ୍ନ କରି ମାଡ଼। ଖାଲି ସେତିକି ନୁହେଁ, ମହିଳାଙ୍କ ଆଗରେ ତାଙ୍କ ପୁଅକୁ ଥାନା ପାଇଖାନା ଭିତରେ ପୂରାଇ ନିର୍ଘାତ ମାଡ଼। କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଭିତରେ ପୁଲିସ୍‌ର ଥାର୍ଡ ଡିଗ୍ରୀରେ ମା’-ପୁଅ ଗୁରୁତର ହେବା ଭଳି ଏକ ସାଂଘାତିକ...
ଓଡ଼ିଶା  ବଡ ଖବର  କେନ୍ଦ୍ରାପଡ଼ା 

ସମ୍ପତ୍ତି ଆଗରେ ରକ୍ତ ସମ୍ପର୍କ ପଡିଲା ଫିକା: ଦାଦାକୁ ପଥରରେ ଛେଚି ମାରିଲା ପୁତୁରା

କେନ୍ଦ୍ରାପଡ଼ା: ସମ୍ପତ୍ତି ପାଇଁ ରକ୍ତ ସମ୍ପର୍କ ଭୁଲିଗଲା ପୁତୁରା, ଦାଦାକୁ ପଥରରେ ଛେଚି କଲା ହତ୍ୟା । ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଦାଦାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁତୁରା । କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଘଟିଛି ଏପରି ଅଭାବନୀୟ ଘଟଣା । ମୃତକ ଟାଉନ ଥାନା ଅନ୍ତର୍ଗତ ସାଆନ୍ତସାହିର ବାବୁଲା ବାରିକ...
ଓଡ଼ିଶା  କେନ୍ଦ୍ରାପଡ଼ା