ମାଡ଼ି ଆସିଲା ସମୁଦ୍ର ଜୁଆର: ବୁଡ଼ିଲା ଥଇଥାନସ୍ଥଳୀ ବଗପାଟିଆ, ପାଣିଘେରରେ ୫୭୧ ପରିବାର

The Sakala Picture
Published On

କେନ୍ଦ୍ରାପଡ଼ା: ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର। ପ୍ରବଳ ବର୍ଷାରେ ବଗପଟିଆ ବୁଡ଼ିଗଲା । ସାତଭାୟା ଥଇଥାନ ଆଶ୍ରୟସ୍ଥଳୀ ବଗପାଟିଆରେ ପଶିଥିଲା ଜୁଆର ପାଣି । ୫୭୧ ପରିବାର ପାଣି ଘେରରେ ରହିଛନ୍ତି । ଫଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବାତ୍ୟା ଦାନା ଲ୍ୟାଣ୍ଡଫଲ୍‌ କରିବା ପରେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୧୦୦ ରୁ ୧୧୦ କିମି ବେଗରେ ପବନ ବହିଥିଲା ।ସେପଟେ ବାତ୍ୟା ଦାନା […]

କେନ୍ଦ୍ରାପଡ଼ା: ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର। ପ୍ରବଳ ବର୍ଷାରେ ବଗପଟିଆ ବୁଡ଼ିଗଲା । ସାତଭାୟା ଥଇଥାନ ଆଶ୍ରୟସ୍ଥଳୀ ବଗପାଟିଆରେ ପଶିଥିଲା ଜୁଆର ପାଣି । ୫୭୧ ପରିବାର ପାଣି ଘେରରେ ରହିଛନ୍ତି । ଫଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ବାତ୍ୟା ଦାନା ଲ୍ୟାଣ୍ଡଫଲ୍‌ କରିବା ପରେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୧୦୦ ରୁ ୧୧୦ କିମି ବେଗରେ ପବନ ବହିଥିଲା ।ସେପଟେ ବାତ୍ୟା ଦାନା ପ୍ରଭାବରେ ରାଜନଗର-ଗୁପ୍ତି, ନଳିତାପାଟିଆ-ଡାଙ୍ଗମାଳ, ରାଜନଗର-ତାଳଚୁଆ ରାସ୍ତାରେ ଗଛ ଭାଙ୍ଗି ପଡ଼ିଛି । ଭାଙ୍ଗି ଯାଇଥିବା ଗଛକୁ ବନ ବିଭାଗ, ଅଗ୍ନିଶମ ବାହିନୀ ଓ ପୋଲିସ ପକ୍ଷରୁ ସଙ୍ଗେ ସଙ୍ଗେ କାଟି ହଟାଇ ଦିଆଯାଇଛି । ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ମୁଖ୍ୟତଃ ରାଜନଗର ବ୍ଲକର ତାଳଚୁଆ, ବାଘମାରି, ରଙ୍ଗଣୀ, କୃଷ୍ଣନଗର, ଖମାରସାହି, ଡାଙ୍ଗମାଳ, ଗୁପ୍ତି, ସାତଭାୟା, ପେଣ୍ଠ ଆଦି ଅଧିକ କ୍ଷୟକ୍ଷତି ହୋଇଛି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

25 Oct 2024 By The Sakala

ମାଡ଼ି ଆସିଲା ସମୁଦ୍ର ଜୁଆର: ବୁଡ଼ିଲା ଥଇଥାନସ୍ଥଳୀ ବଗପାଟିଆ, ପାଣିଘେରରେ ୫୭୧ ପରିବାର

କେନ୍ଦ୍ରାପଡ଼ା: ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର। ପ୍ରବଳ ବର୍ଷାରେ ବଗପଟିଆ ବୁଡ଼ିଗଲା । ସାତଭାୟା ଥଇଥାନ ଆଶ୍ରୟସ୍ଥଳୀ ବଗପାଟିଆରେ ପଶିଥିଲା ଜୁଆର ପାଣି । ୫୭୧ ପରିବାର ପାଣି ଘେରରେ ରହିଛନ୍ତି । ଫଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ବାତ୍ୟା ଦାନା ଲ୍ୟାଣ୍ଡଫଲ୍‌ କରିବା ପରେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୧୦୦ ରୁ ୧୧୦ କିମି ବେଗରେ ପବନ ବହିଥିଲା ।ସେପଟେ ବାତ୍ୟା ଦାନା ପ୍ରଭାବରେ ରାଜନଗର-ଗୁପ୍ତି, ନଳିତାପାଟିଆ-ଡାଙ୍ଗମାଳ, ରାଜନଗର-ତାଳଚୁଆ ରାସ୍ତାରେ ଗଛ ଭାଙ୍ଗି ପଡ଼ିଛି । ଭାଙ୍ଗି ଯାଇଥିବା ଗଛକୁ ବନ ବିଭାଗ, ଅଗ୍ନିଶମ ବାହିନୀ ଓ ପୋଲିସ ପକ୍ଷରୁ ସଙ୍ଗେ ସଙ୍ଗେ କାଟି ହଟାଇ ଦିଆଯାଇଛି । ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ମୁଖ୍ୟତଃ ରାଜନଗର ବ୍ଲକର ତାଳଚୁଆ, ବାଘମାରି, ରଙ୍ଗଣୀ, କୃଷ୍ଣନଗର, ଖମାରସାହି, ଡାଙ୍ଗମାଳ, ଗୁପ୍ତି, ସାତଭାୟା, ପେଣ୍ଠ ଆଦି ଅଧିକ କ୍ଷୟକ୍ଷତି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର