ନାବାଳିକା ଛାତ୍ରୀକୁ ଟେକିନେଇ ଗଣ ଦୁଷ୍କର୍ମ ଅଭିଯୋଗ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ଚାଞ୍ଚଲ୍ୟ। ଦଶମ ଶ୍ରେଣୀ ନାବାଳିକା ଛାତ୍ରୀକୁ ଟେକିନେଇ ଗଣ ଦୁଷ୍କର୍ମ ଅଭିଯୋଗ। ରାଜନଗର ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ରାକ୍ଷୀ ପୂର୍ଣ୍ଣିମାରେ ଗଣ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ସମ୍ପର୍କୀୟ ପିଉସାଙ୍କ ସମେତ ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ୪ ଜଣ ଯୁବକଙ୍କ ସହ ମୋଟ ୫ ଜଣଙ୍କୁ ରାଜନଗର ପୁଲିସ ଉଠାଇ ଆଣିଥିବା ସୂଚନା

About The Author: The Sakala