ମୃତ୍ୟୁ ପରେ ବି ଅମର, ଅନ୍ୟକୁ ଜୀବନ ଦେଲେ ଶ୍ରୀଓମ ଶିବୁ

The Sakala Picture
Published On

କେନ୍ଦ୍ରାପଡ଼ା: ମୃତ୍ୟୁ ପରେ ବି ଅମର । ନିଜେ ଦୁନିଆ ଛାଡ଼ିଗଲେ, କିନ୍ତୁ ଅନ୍ୟ ଦୁଇ ଜଣଙ୍କ ଜୀବନ ବଞ୍ଚାଇଦେଲେ ।  ଜୀବିତ ନ ଥାଇ ମଧ୍ୟ ଅନ୍ୟର ଜୀବନ ବଞ୍ଚାଇବା ଏକ ମହାନ ଲୋକଙ୍କ ଦ୍ବାରା ହିଁ ସମ୍ଭବ ହୋଇଥାଏ। କେନ୍ଦ୍ରାପଡ଼ା ଡିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନୟାକୋଟ ଗାଁର ଯୁକ୍ତଦୁଇ ଛାତ୍ର ଶ୍ରୀଓମ୍ ଶିବୁଙ୍କ ବ୍ରେନ୍ ଡେଡ୍ ପରେ ତାଙ୍କର ଦୁଇଟି ଯାକ କିଡନୀ ଦାନ କରିଛନ୍ତି ପରିବାର। ବ୍ରେନ୍ ଟ୍ୟୁମରରେ ପୀଡ଼ିତ ହୋଇ ଦେଢ଼ […]

କେନ୍ଦ୍ରାପଡ଼ା: ମୃତ୍ୟୁ ପରେ ବି ଅମର । ନିଜେ ଦୁନିଆ ଛାଡ଼ିଗଲେ, କିନ୍ତୁ ଅନ୍ୟ ଦୁଇ ଜଣଙ୍କ ଜୀବନ ବଞ୍ଚାଇଦେଲେ ।  ଜୀବିତ ନ ଥାଇ ମଧ୍ୟ ଅନ୍ୟର ଜୀବନ ବଞ୍ଚାଇବା ଏକ ମହାନ ଲୋକଙ୍କ ଦ୍ବାରା ହିଁ ସମ୍ଭବ ହୋଇଥାଏ। କେନ୍ଦ୍ରାପଡ଼ା ଡିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନୟାକୋଟ ଗାଁର ଯୁକ୍ତଦୁଇ ଛାତ୍ର ଶ୍ରୀଓମ୍ ଶିବୁଙ୍କ ବ୍ରେନ୍ ଡେଡ୍ ପରେ ତାଙ୍କର ଦୁଇଟି ଯାକ କିଡନୀ ଦାନ କରିଛନ୍ତି ପରିବାର।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ବ୍ରେନ୍ ଟ୍ୟୁମରରେ ପୀଡ଼ିତ ହୋଇ ଦେଢ଼ ମାସ ଧରି କଟକ ଏସସିବିରେ ମେଡିକାଲରେ ସେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶ୍ରୀଓମ ଶିବୁଙ୍କର ବ୍ରେନ୍ ଡେଡ୍ ହୋଇ ଯାଇଥିଲା। ଏହାପରେ ତାଙ୍କ ବାପା, ମାଆ ଓ ପରିବାର ଲୋକ ଶ୍ରୀଓମ ଶିବୁଙ୍କ ଅଙ୍ଗଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଆଜି ମୂତ୍ରରୋଗ ଶଲ୍ୟ ଚିକିତ୍ସା ଓ ବୃକକ୍ ପ୍ରତିରୋପଣ ବିଭାଗରେ ତାଙ୍କର ଦୁଇଟି କିଡନୀକୁ ସଫଳତାର ସହ ବାହାର କରାଯାଇ ଅନ୍ୟ ଦୁଇ ଜଣଙ୍କ ଶରୀରରେ ପ୍ରତିରୋପଣ ପାଇଁ ବ୍ୟବସ୍ଥା କରାଯାଇଛି । ଗୋଟିଏ  କିଡିନୀ କଟକ ଏସସିବି ମେଡିକାଲ ଏବଂ ଆଉ ଗୋଟିଏ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ପଠାଯାଇଛି ।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

ଅନ୍ୟପଟେ, କଟକ ବଡ଼ ମେଡିକାଲରେ ନିଶ୍ଚିନ୍ତକୋଇଲି ବଡ଼କ୍ଷୀର ଗ୍ରାମର ମଳୟ କୁମାର ସାମଲଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ଯୁ ହୋଇଥିଲା। ତାଙ୍କ ପରିବାର ସଦସ୍ୟ ମଳୟଙ୍କ ଚକ୍ଷୁଦାନ ପାଇଁ ଆଇବ୍ୟାଙ୍କ୍ ସହିତ ଯୋଗାଯୋଗ କରିଥିଲେ। ମଳୟଙ୍କ  ଚକ୍ଷୁଦାନ କରାଯାଇଛି। ମଳୟ ସିନା ଆରପାରିକୁ ଚାଲିଗଲେ, ହେଲେ ତାଙ୍କ ଆଖିରେ ଆଉ ଦୁଇଜଣ ଦୃଷ୍ଟିହୀନ ଦୁନିଆ ଦେଖିପାରିବେ। ଏଥିପାଇଁ ସମସ୍ତେ ମଳୟଙ୍କ ପରିବାରକୁ ପ୍ରଶଂସା କରିଛନ୍ତି।

ଆହୁରି ପଢ଼ନ୍ତୁ: ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

01 Mar 2024 By The Sakala

ମୃତ୍ୟୁ ପରେ ବି ଅମର, ଅନ୍ୟକୁ ଜୀବନ ଦେଲେ ଶ୍ରୀଓମ ଶିବୁ

କେନ୍ଦ୍ରାପଡ଼ା: ମୃତ୍ୟୁ ପରେ ବି ଅମର । ନିଜେ ଦୁନିଆ ଛାଡ଼ିଗଲେ, କିନ୍ତୁ ଅନ୍ୟ ଦୁଇ ଜଣଙ୍କ ଜୀବନ ବଞ୍ଚାଇଦେଲେ ।  ଜୀବିତ ନ ଥାଇ ମଧ୍ୟ ଅନ୍ୟର ଜୀବନ ବଞ୍ଚାଇବା ଏକ ମହାନ ଲୋକଙ୍କ ଦ୍ବାରା ହିଁ ସମ୍ଭବ ହୋଇଥାଏ। କେନ୍ଦ୍ରାପଡ଼ା ଡିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନୟାକୋଟ ଗାଁର ଯୁକ୍ତଦୁଇ ଛାତ୍ର ଶ୍ରୀଓମ୍ ଶିବୁଙ୍କ ବ୍ରେନ୍ ଡେଡ୍ ପରେ ତାଙ୍କର ଦୁଇଟି ଯାକ କିଡନୀ ଦାନ କରିଛନ୍ତି ପରିବାର।

ବ୍ରେନ୍ ଟ୍ୟୁମରରେ ପୀଡ଼ିତ ହୋଇ ଦେଢ଼ ମାସ ଧରି କଟକ ଏସସିବିରେ ମେଡିକାଲରେ ସେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶ୍ରୀଓମ ଶିବୁଙ୍କର ବ୍ରେନ୍ ଡେଡ୍ ହୋଇ ଯାଇଥିଲା। ଏହାପରେ ତାଙ୍କ ବାପା, ମାଆ ଓ ପରିବାର ଲୋକ ଶ୍ରୀଓମ ଶିବୁଙ୍କ ଅଙ୍ଗଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଆଜି ମୂତ୍ରରୋଗ ଶଲ୍ୟ ଚିକିତ୍ସା ଓ ବୃକକ୍ ପ୍ରତିରୋପଣ ବିଭାଗରେ ତାଙ୍କର ଦୁଇଟି କିଡନୀକୁ ସଫଳତାର ସହ ବାହାର କରାଯାଇ ଅନ୍ୟ ଦୁଇ ଜଣଙ୍କ ଶରୀରରେ ପ୍ରତିରୋପଣ ପାଇଁ ବ୍ୟବସ୍ଥା କରାଯାଇଛି । ଗୋଟିଏ  କିଡିନୀ କଟକ ଏସସିବି ମେଡିକାଲ ଏବଂ ଆଉ ଗୋଟିଏ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ପଠାଯାଇଛି ।

ଅନ୍ୟପଟେ, କଟକ ବଡ଼ ମେଡିକାଲରେ ନିଶ୍ଚିନ୍ତକୋଇଲି ବଡ଼କ୍ଷୀର ଗ୍ରାମର ମଳୟ କୁମାର ସାମଲଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ଯୁ ହୋଇଥିଲା। ତାଙ୍କ ପରିବାର ସଦସ୍ୟ ମଳୟଙ୍କ ଚକ୍ଷୁଦାନ ପାଇଁ ଆଇବ୍ୟାଙ୍କ୍ ସହିତ ଯୋଗାଯୋଗ କରିଥିଲେ। ମଳୟଙ୍କ  ଚକ୍ଷୁଦାନ କରାଯାଇଛି। ମଳୟ ସିନା ଆରପାରିକୁ ଚାଲିଗଲେ, ହେଲେ ତାଙ୍କ ଆଖିରେ ଆଉ ଦୁଇଜଣ ଦୃଷ୍ଟିହୀନ ଦୁନିଆ ଦେଖିପାରିବେ। ଏଥିପାଇଁ ସମସ୍ତେ ମଳୟଙ୍କ ପରିବାରକୁ ପ୍ରଶଂସା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର