ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

Madhusudan Das Picture
Published On

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ବିଭାଗ । ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି । ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ ହୋଇଛି l ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ସମେତ ଚୌଦ୍ଵାର ବାସଭବନ, ପୈତୃକ ଘର ବାଙ୍କୀ ରଗଡ଼ି, ଭଦ୍ରକ ବୁଡ଼ଙ୍ଗ ଶଶୁର ଘର, ଭୁବନେଶ୍ୱର ପାହାଳ ସମେତ ୭ ଟି ସ୍ଥାନରେ ଏକ ସଙ୍ଗେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୯ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। 

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

07 Mar 2026 By Madhusudan Das

ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ବିଭାଗ । ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି । ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ ହୋଇଛି l ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ସମେତ ଚୌଦ୍ଵାର ବାସଭବନ, ପୈତୃକ ଘର ବାଙ୍କୀ ରଗଡ଼ି, ଭଦ୍ରକ ବୁଡ଼ଙ୍ଗ ଶଶୁର ଘର, ଭୁବନେଶ୍ୱର ପାହାଳ ସମେତ ୭ ଟି ସ୍ଥାନରେ ଏକ ସଙ୍ଗେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୯ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର