କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାଇଁ ୨୦ଟି ନୂଆ ପଦବୀ ସୃଷ୍ଟି

The Sakala Picture
Published On

ଭୁବନେଶ୍ୱର: କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣା ପଡ଼ିଛି ଯେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି ଡାକ୍ତରଖାନା ପାଇଁ ୩ଟି ନିଶ୍ଚେତକ ସ୍ପେଶାଲିଷ୍ଟ , ୧ଟି ଅସ୍ତିଶଲ୍ୟ ସ୍ପେଶାଲିଷ୍ଟ୍, ୧ଟି ଜରୁରୀ କାଳୀନ ମେଡିକାଲ ଅଧିକାରୀ, ୨ଟି ବ୍ଲଡ ବ୍ୟାଙ୍କ୍ ଅଧିକାରୀ, ୮ଟି […]

ଭୁବନେଶ୍ୱର: କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ ଟି ନୂଆ ପଦବୀ ସୃଷ୍ଟି କରାଯାଇଛି।

ଆହୁରି ପଢ଼ନ୍ତୁ: ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍, ମୋଟ୍ ୧୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି

ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣା ପଡ଼ିଛି ଯେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି ଡାକ୍ତରଖାନା ପାଇଁ ୩ଟି ନିଶ୍ଚେତକ ସ୍ପେଶାଲିଷ୍ଟ , ୧ଟି ଅସ୍ତିଶଲ୍ୟ ସ୍ପେଶାଲିଷ୍ଟ୍, ୧ଟି ଜରୁରୀ କାଳୀନ ମେଡିକାଲ ଅଧିକାରୀ, ୨ଟି ବ୍ଲଡ ବ୍ୟାଙ୍କ୍ ଅଧିକାରୀ, ୮ଟି ମେଡିକାଲ ଅଧିକାରୀ, ୧ଟି ଦନ୍ତ ଚିକିତ୍ସକ, ଏବଂ ୩ଟି ପରିକ୍ଷଗାର ସହାୟକ ଏହିପରି ସମୁଦାୟ ୨୦ଟି ପଦବୀ ସୃଷ୍ଟି କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଇରଙ୍ଗପୁର ଉପଖଣ୍ଡରେ ବର୍ଷା ବିତ୍ପାତ; କାନ୍ଥ ଭୁଷୁଡି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଏହି ସବୁ ପଦବୀରେ ସ୍ପେଶାଲିଷ୍ଟମାନେ ନିୟୋଜିତ ହେବା ପରେ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟର ଗୁଣାତ୍ମକମାନ ବହୁ ଗୁଣିତ ହେବ ବୋଲି ବୁଦ୍ଧିଜବୀମାନେ ଆଶାପ୍ରକାଶ କରିବା ସହ ଏଥିପାଇଁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଇନଷ୍ଟାଗ୍ରାମରୁ ପରିଚୟ ପରେ ବିବାହ ଆଳରେ ପ୍ରତାରଣା, ପ୍ରେମିକକୁ ବାନ୍ଧିଲା ପୋଲିସ

12 Jan 2023 By The Sakala

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାଇଁ ୨୦ଟି ନୂଆ ପଦବୀ ସୃଷ୍ଟି

ଭୁବନେଶ୍ୱର: କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ ଟି ନୂଆ ପଦବୀ ସୃଷ୍ଟି କରାଯାଇଛି।

ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣା ପଡ଼ିଛି ଯେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି ଡାକ୍ତରଖାନା ପାଇଁ ୩ଟି ନିଶ୍ଚେତକ ସ୍ପେଶାଲିଷ୍ଟ , ୧ଟି ଅସ୍ତିଶଲ୍ୟ ସ୍ପେଶାଲିଷ୍ଟ୍, ୧ଟି ଜରୁରୀ କାଳୀନ ମେଡିକାଲ ଅଧିକାରୀ, ୨ଟି ବ୍ଲଡ ବ୍ୟାଙ୍କ୍ ଅଧିକାରୀ, ୮ଟି ମେଡିକାଲ ଅଧିକାରୀ, ୧ଟି ଦନ୍ତ ଚିକିତ୍ସକ, ଏବଂ ୩ଟି ପରିକ୍ଷଗାର ସହାୟକ ଏହିପରି ସମୁଦାୟ ୨୦ଟି ପଦବୀ ସୃଷ୍ଟି କରାଯାଇଛି ।

ଏହି ସବୁ ପଦବୀରେ ସ୍ପେଶାଲିଷ୍ଟମାନେ ନିୟୋଜିତ ହେବା ପରେ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟର ଗୁଣାତ୍ମକମାନ ବହୁ ଗୁଣିତ ହେବ ବୋଲି ବୁଦ୍ଧିଜବୀମାନେ ଆଶାପ୍ରକାଶ କରିବା ସହ ଏଥିପାଇଁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର