ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଛିନ୍ନ

The Sakala Picture
Published On

ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଚ୍ଛି। ଫଳରେ ଉଭୟ ମୟୁରଭଞ୍ଜ ଓ କେନ୍ଦୁଝର ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ତେଲ ନଦୀର ଜଳସ୍ତର ବଢିବାରେ ଲାଗିଛି। ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କେନ୍ଦୁଝର ଜିଲ୍ଲା […]

ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଚ୍ଛି। ଫଳରେ ଉଭୟ ମୟୁରଭଞ୍ଜ ଓ କେନ୍ଦୁଝର ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ତେଲ ନଦୀର ଜଳସ୍ତର ବଢିବାରେ ଲାଗିଛି। ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କେନ୍ଦୁଝର ଜିଲ୍ଲା ର ସାହାରପଡା ବ୍ଲକରୁ ମୟୁରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଅଞ୍ଚଳକୁ ଯୋଗାଯୋଗ ବିଛିନ୍ନ ହୋଇଛି। ପୋଲ ଉପରେ ବନ୍ୟାଜଳ ପ୍ରବାହିତ ଯାତାୟାତ ବାଧାପ୍ରାପ୍ତ ହେଉଥିବାରୁ ଉଭୟ ପାର୍ଶ୍ୱରେ ଗାଡିମୋଟର ଅଟକି ରହିଛି ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

16 Sep 2024 By The Sakala

ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଛିନ୍ନ

ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଚ୍ଛି। ଫଳରେ ଉଭୟ ମୟୁରଭଞ୍ଜ ଓ କେନ୍ଦୁଝର ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ତେଲ ନଦୀର ଜଳସ୍ତର ବଢିବାରେ ଲାଗିଛି। ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କେନ୍ଦୁଝର ଜିଲ୍ଲା ର ସାହାରପଡା ବ୍ଲକରୁ ମୟୁରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଅଞ୍ଚଳକୁ ଯୋଗାଯୋଗ ବିଛିନ୍ନ ହୋଇଛି। ପୋଲ ଉପରେ ବନ୍ୟାଜଳ ପ୍ରବାହିତ ଯାତାୟାତ ବାଧାପ୍ରାପ୍ତ ହେଉଥିବାରୁ ଉଭୟ ପାର୍ଶ୍ୱରେ ଗାଡିମୋଟର ଅଟକି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର