ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଆହତ, ମେଡିକାଲରେ ଭର୍ତ୍ତି

The Sakala Picture
Published On

ଆନନ୍ଦପୁର: ମହୁ ମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଆହତ ହୋଇଛନ୍ତି । ଆହତ ବିଧାୟକଙ୍କୁ ଡାକ୍ତରଖାନା ଭର୍ତ୍ତି କରାଯାଇଛି । ମାନ୍ୟବର ବିଧାୟକ ଆଜି ଏକାକି ମଣିଂ ଓ୍ବାକ୍ କରୁଥିବା ସମୟରେ ଆନନ୍ଦପୁର ବ୍ଲକ୍ ଛକ ଠାରେ ହଠାତ୍ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଏହି ସମୟରେ ମହୁମାଛିଙ୍କ କବଳରୁ ନିଜକୁ ରକ୍ଷା କରିବାକୁ ଯାଇ ବିଧାୟକ ନିକଟ କ୍ଲବ୍ କାର୍ଯ୍ୟଳୟକୁ ଦୌଡି ପଳାଇଥିଲେ । ତଥାପି ମହୁ ମାଛିଙ୍କ ଆକ୍ରମଣ ଯୋଗୁଁ […]

ଆନନ୍ଦପୁର: ମହୁ ମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଆହତ ହୋଇଛନ୍ତି । ଆହତ ବିଧାୟକଙ୍କୁ ଡାକ୍ତରଖାନା ଭର୍ତ୍ତି କରାଯାଇଛି । ମାନ୍ୟବର ବିଧାୟକ ଆଜି ଏକାକି ମଣିଂ ଓ୍ବାକ୍ କରୁଥିବା ସମୟରେ ଆନନ୍ଦପୁର ବ୍ଲକ୍ ଛକ ଠାରେ ହଠାତ୍ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଏହି ସମୟରେ ମହୁମାଛିଙ୍କ କବଳରୁ ନିଜକୁ ରକ୍ଷା କରିବାକୁ ଯାଇ ବିଧାୟକ ନିକଟ କ୍ଲବ୍ କାର୍ଯ୍ୟଳୟକୁ ଦୌଡି ପଳାଇଥିଲେ । ତଥାପି ମହୁ ମାଛିଙ୍କ ଆକ୍ରମଣ ଯୋଗୁଁ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ପ୍ରାୟ ୨୦ରୁ ୨୫ ଟି ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ଚିକିତ୍ସାରେ ତାଙ୍କ ସ୍ବାସ୍ଥ୍ୟସେବା ସ୍ଥିର ରହିଥିବା ଡାକ୍ତରଖାନା କର୍ତୃପକ୍ଷ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ସତ୍ୟ ଖବର ପ୍ରକାଶ କରିବାରୁ ସାମ୍ବାଦିକଙ୍କ ନାମରେ ମିଥ୍ୟା ମାମଲା, ଦୈନିକ ସକାଳ ଖବର କାଗଜ ପୋଡ଼ି

04 Feb 2023 By The Sakala

ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଆହତ, ମେଡିକାଲରେ ଭର୍ତ୍ତି

ଆନନ୍ଦପୁର: ମହୁ ମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଆହତ ହୋଇଛନ୍ତି । ଆହତ ବିଧାୟକଙ୍କୁ ଡାକ୍ତରଖାନା ଭର୍ତ୍ତି କରାଯାଇଛି । ମାନ୍ୟବର ବିଧାୟକ ଆଜି ଏକାକି ମଣିଂ ଓ୍ବାକ୍ କରୁଥିବା ସମୟରେ ଆନନ୍ଦପୁର ବ୍ଲକ୍ ଛକ ଠାରେ ହଠାତ୍ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଏହି ସମୟରେ ମହୁମାଛିଙ୍କ କବଳରୁ ନିଜକୁ ରକ୍ଷା କରିବାକୁ ଯାଇ ବିଧାୟକ ନିକଟ କ୍ଲବ୍ କାର୍ଯ୍ୟଳୟକୁ ଦୌଡି ପଳାଇଥିଲେ । ତଥାପି ମହୁ ମାଛିଙ୍କ ଆକ୍ରମଣ ଯୋଗୁଁ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ପ୍ରାୟ ୨୦ରୁ ୨୫ ଟି ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ଚିକିତ୍ସାରେ ତାଙ୍କ ସ୍ବାସ୍ଥ୍ୟସେବା ସ୍ଥିର ରହିଥିବା ଡାକ୍ତରଖାନା କର୍ତୃପକ୍ଷ ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର