ମାଲବାହୀ ଟ୍ରେନ ଧକ୍କାରେ ୩ ହାତୀ ମୃତ

The Sakala Picture
Published On

କେନ୍ଦୁଝର/ଯୋଡ଼ା: କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ବାଂଶପାଣି ବେହେରା ହାଟିଂ ନିକଟରେ ଗତକାଲି ଏକ ମାଲବାହୀ ଟ୍ରେନ ଧକ୍କା ଦେବା ଫଳରେ ୩ଟି ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଗୁରୁବାର ସନ୍ଧ୍ୟାରେ ବାଂଶପାଣି ଷ୍ଟେସନ ନିକଟ ବେହେରା ହାଟିଂ ନିକଟରେ ହାତୀପଲ ଟ୍ରେନ ଲାଇନ ପାର ହେଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ମାଲବାହୀ ଟ୍ରେନ ଧକ୍କା ଦେଇଥିଲା। ଫଳରେ ଗୋଟିଏ ବଡ଼ ମାଈ ହାତୀ ଓ ଗୋଟିଏ ଛୁଆ ହାତୀ ସମେତ ମୋଟ ୩ଟି ହାତୀ […]

କେନ୍ଦୁଝର/ଯୋଡ଼ା: କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ବାଂଶପାଣି ବେହେରା ହାଟିଂ ନିକଟରେ ଗତକାଲି ଏକ ମାଲବାହୀ ଟ୍ରେନ ଧକ୍କା ଦେବା ଫଳରେ ୩ଟି ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଗୁରୁବାର ସନ୍ଧ୍ୟାରେ ବାଂଶପାଣି ଷ୍ଟେସନ ନିକଟ ବେହେରା ହାଟିଂ ନିକଟରେ ହାତୀପଲ ଟ୍ରେନ ଲାଇନ ପାର ହେଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ମାଲବାହୀ ଟ୍ରେନ ଧକ୍କା ଦେଇଥିଲା। ଫଳରେ ଗୋଟିଏ ବଡ଼ ମାଈ ହାତୀ ଓ ଗୋଟିଏ ଛୁଆ ହାତୀ ସମେତ ମୋଟ ୩ଟି ହାତୀ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗତ ରାତିରେ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳୁ ଆଉ ଏକ ଛୁଆ ହାତୀ ଓ ଏକ ମାଈ ହାତୀର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ଘଟଣା ଜଣାପଡିବା ପରେ ବନ ବିଭାଗର ଅଧିକାରୀ ଓ ରେଲୱେର ରେସକ୍ୟୁ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଅନ୍ୟ ହାତୀମାନେ ଆହତ ହାତୀମାନଙ୍କୁ ଘେରି ରହିଥିବାରୁ ଚିକିତ୍ସା ଆରମ୍ଭରେ ବିଳମ୍ବ ହେଲା। ଚିକିତ୍ସା ଚାଲିଥିଲାବେଳେ ଗତ ରାତିରେ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିଲା । ଆଜି ଭୋରରୁ ମାଇ ହାତୀ ଓ ଆଉ ଏକ ଛୁଆ ହାତୀର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

20 May 2022 By The Sakala

ମାଲବାହୀ ଟ୍ରେନ ଧକ୍କାରେ ୩ ହାତୀ ମୃତ

କେନ୍ଦୁଝର/ଯୋଡ଼ା: କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ବାଂଶପାଣି ବେହେରା ହାଟିଂ ନିକଟରେ ଗତକାଲି ଏକ ମାଲବାହୀ ଟ୍ରେନ ଧକ୍କା ଦେବା ଫଳରେ ୩ଟି ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଗୁରୁବାର ସନ୍ଧ୍ୟାରେ ବାଂଶପାଣି ଷ୍ଟେସନ ନିକଟ ବେହେରା ହାଟିଂ ନିକଟରେ ହାତୀପଲ ଟ୍ରେନ ଲାଇନ ପାର ହେଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ମାଲବାହୀ ଟ୍ରେନ ଧକ୍କା ଦେଇଥିଲା। ଫଳରେ ଗୋଟିଏ ବଡ଼ ମାଈ ହାତୀ ଓ ଗୋଟିଏ ଛୁଆ ହାତୀ ସମେତ ମୋଟ ୩ଟି ହାତୀ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗତ ରାତିରେ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳୁ ଆଉ ଏକ ଛୁଆ ହାତୀ ଓ ଏକ ମାଈ ହାତୀର ମୃତ୍ୟୁ ହୋଇଛି ।

ଘଟଣା ଜଣାପଡିବା ପରେ ବନ ବିଭାଗର ଅଧିକାରୀ ଓ ରେଲୱେର ରେସକ୍ୟୁ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଅନ୍ୟ ହାତୀମାନେ ଆହତ ହାତୀମାନଙ୍କୁ ଘେରି ରହିଥିବାରୁ ଚିକିତ୍ସା ଆରମ୍ଭରେ ବିଳମ୍ବ ହେଲା। ଚିକିତ୍ସା ଚାଲିଥିଲାବେଳେ ଗତ ରାତିରେ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିଲା । ଆଜି ଭୋରରୁ ମାଇ ହାତୀ ଓ ଆଉ ଏକ ଛୁଆ ହାତୀର ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର