ଭାଲୁ ଆକ୍ରମଣରେ ଛେଳି ଚରାଳି ଗୁରୁତର

The Sakala Picture
Published On

ତେଲକୋଇ: କେନ୍ଦୁଝର ଜିଲ୍ଲାର ତେଲକୋଇ ବନାଞ୍ଚଳରେ ଜଣେ ଛେଳି ଚରାଳିଙ୍କୁ ଭାଲୁ ଆକ୍ରମଣ କରିଥିବା ଜଣାପଡ଼ିଛି। ଉକ୍ତ ଛେଳି ଚରାଳିଙ୍କୁ ଭାଲୁ କାମୁଡି ଦେବାରୁ ତାଙ୍କ ଅବସ୍ଥା ଗୁରୁତର ହୋଇଛି। ତାଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ତେଲକୋଇ ରେଞ୍ଜର କାଳିଆହତା ସାରୁପାଟ ଗ୍ରାମର ତିନିଜଣ ଲୋକ ନିକଟସ୍ଥ ଭାଲୁଘରା ହୁଡ଼ିକୁ ଛେଳି ଚରାଇବାକୁ ଯାଇଥିଲେ। ଏହି ସମୟରେ ଏକ ମାଆ ଭାଲୁ ୨ଟି ଛୁଆ ଭାଲୁ ଛେଳି ଚରାଉଥିବା ଡେମକା ମୁଣ୍ଡା(୪୫) ଆକ୍ରମଣ କରିଥିଲେ। […]

ତେଲକୋଇ: କେନ୍ଦୁଝର ଜିଲ୍ଲାର ତେଲକୋଇ ବନାଞ୍ଚଳରେ ଜଣେ ଛେଳି ଚରାଳିଙ୍କୁ ଭାଲୁ ଆକ୍ରମଣ କରିଥିବା ଜଣାପଡ଼ିଛି। ଉକ୍ତ ଛେଳି ଚରାଳିଙ୍କୁ ଭାଲୁ କାମୁଡି ଦେବାରୁ ତାଙ୍କ ଅବସ୍ଥା ଗୁରୁତର ହୋଇଛି। ତାଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ସୂଚନା ଅନୁଯାୟୀ, ତେଲକୋଇ ରେଞ୍ଜର କାଳିଆହତା ସାରୁପାଟ ଗ୍ରାମର ତିନିଜଣ ଲୋକ ନିକଟସ୍ଥ ଭାଲୁଘରା ହୁଡ଼ିକୁ ଛେଳି ଚରାଇବାକୁ ଯାଇଥିଲେ। ଏହି ସମୟରେ ଏକ ମାଆ ଭାଲୁ ଟି ଛୁଆ ଭାଲୁ ଛେଳି ଚରାଉଥିବା ଡେମକା ମୁଣ୍ଡା(୪୫) ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। କୌଣସି ପ୍ରକାରରେ ଭାଲୁ କବଳରୁ ତାଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ତେଲକୋଇ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର