ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ୩ ମୃତ, ଜଣେ ଗୁରୁତର

The Sakala Picture
Published On

କେନ୍ଦୁଝର: ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ରୁଟିଶିଳା ଗାଁ ନିକଟରେ ଘଟିଛି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ଆଜି ସକାଳେ ଏକ ବାଇକରେ ତିନି ଜଣ ବ୍ୟକ୍ତି ଦେଓଗଞ୍ଜରୁ ଚାନ୍ଦପୋଷି ଯାଉଥିବା ବେଳେ […]

କେନ୍ଦୁଝର: ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ରୁଟିଶିଳା ଗାଁ ନିକଟରେ ଘଟିଛି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ସୂଚନା ଅନୁସାରେ, ଆଜି ସକାଳେ ଏକ ବାଇକରେ ତିନି ଜଣ ବ୍ୟକ୍ତି ଦେଓଗଞ୍ଜରୁ ଚାନ୍ଦପୋଷି ଯାଉଥିବା ବେଳେ ବୀପରିତ ଦିଗରୁ ଜଣେ ବାଇକ୍ ଆରୋହୀଙ୍କ ସହ ରୁଟିଶିଳା ଗାଁ ନିକଟରେ ଟର୍ଣ୍ଣି ମୁହାଁମୁହିଁ ଧକ୍କା ହୋଇଥିଲା।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଥିଲା । ୪ ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ବାଇକ୍ ଆରୋହୀ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର