ପଥରରେ ଛେଚି ଯୁବକଙ୍କୁ ହତ୍ୟା କଲେ ଦୁର୍ବୁତ୍ତ

The Sakala Picture
Published On

କେନ୍ଦୁଝର: ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ । କେନ୍ଦୁଝର ଜିଲ୍ଲା ସଦର ଥାନା ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତର ଆମୁଣି ଗାଁ ନିକଟରେ ଯୁବକଙ୍କୁ କେହି ଦୁବୃର୍ତ୍ତ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ଫୁଲଝର ଗାଁର ତରଣୀସେନ ମଣ୍ଡଳ ବୋଲି ପ୍ରାଥମିକ ସୂଚନା ମିଳିଛି । ଆଜି ସକାଳେ ରାସ୍ତାକଡ଼ରେ ଯୁବକଙ୍କ ମୃତଦେହ ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ । ମୃତ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା […]

କେନ୍ଦୁଝର: ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ । କେନ୍ଦୁଝର ଜିଲ୍ଲା ସଦର ଥାନା ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତର ଆମୁଣି ଗାଁ ନିକଟରେ ଯୁବକଙ୍କୁ କେହି ଦୁବୃର୍ତ୍ତ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ଫୁଲଝର ଗାଁର ତରଣୀସେନ ମଣ୍ଡଳ ବୋଲି ପ୍ରାଥମିକ ସୂଚନା ମିଳିଛି । ଆଜି ସକାଳେ ରାସ୍ତାକଡ଼ରେ ଯୁବକଙ୍କ ମୃତଦେହ ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ । ମୃତ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି । ନିକଟରେ ଏକ ପଥର ମଧ୍ୟ ପଡ଼ିଥିବା ନେଇ ସୂଚନା ମିଳିଛି । ଯୁବକଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

28 Feb 2023 By The Sakala

ପଥରରେ ଛେଚି ଯୁବକଙ୍କୁ ହତ୍ୟା କଲେ ଦୁର୍ବୁତ୍ତ

କେନ୍ଦୁଝର: ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ । କେନ୍ଦୁଝର ଜିଲ୍ଲା ସଦର ଥାନା ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତର ଆମୁଣି ଗାଁ ନିକଟରେ ଯୁବକଙ୍କୁ କେହି ଦୁବୃର୍ତ୍ତ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ଫୁଲଝର ଗାଁର ତରଣୀସେନ ମଣ୍ଡଳ ବୋଲି ପ୍ରାଥମିକ ସୂଚନା ମିଳିଛି । ଆଜି ସକାଳେ ରାସ୍ତାକଡ଼ରେ ଯୁବକଙ୍କ ମୃତଦେହ ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ । ମୃତ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି । ନିକଟରେ ଏକ ପଥର ମଧ୍ୟ ପଡ଼ିଥିବା ନେଇ ସୂଚନା ମିଳିଛି । ଯୁବକଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

https://www.thesakala.in/latest-odisha-news/kendujhar/miscreant-killed-a-young-man-by-carving-a-stone-in-keonjhar/article-19384
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର