କେନ୍ଦୁଝର ଅଟେଇ ସଂରକ୍ଷିତ ଜଙ୍ଗଲରେ ବାଘ; ୨ ମଇଁଷିକୁ କଲା ଶୀକାର

The Sakala Picture
Published On

କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୨ଟି ମଇଁଷିକୁ ବାଘ ମାରିଥିବା ସୂଚନା ମିଳିଛି। ଖବର ଅନୁସାରେ ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଏକ ଗାଁରୁ ମଇଁଷି ପଲ୍ଲ ରାତ୍ରିରେ ଜଙ୍ଗଲରେ ବୁଲୁଥିବାବେଳେ ୨ଟି ମଇଁଷିକୁ ମାରି ଖାଇଥିବା ସୂଚନା ମିଳିଛି । ଖବରପାଇ ଘଟଣାର ସତ୍ୟାସତ୍ୟ ଅନୁସନ୍ଧାନ କରିବା ପାଇଁ ବନବିଭାଗର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନରେ ଯାଇଛନ୍ତି । କିଛିଦିନ ପୂର୍ବରୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ମହାବଳ ବାଘ ଥିବା […]

କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୨ଟି ମଇଁଷିକୁ ବାଘ ମାରିଥିବା ସୂଚନା ମିଳିଛି। ଖବର ଅନୁସାରେ ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଏକ ଗାଁରୁ ମଇଁଷି ପଲ୍ଲ ରାତ୍ରିରେ ଜଙ୍ଗଲରେ ବୁଲୁଥିବାବେଳେ ୨ଟି ମଇଁଷିକୁ ମାରି ଖାଇଥିବା ସୂଚନା ମିଳିଛି । ଖବରପାଇ ଘଟଣାର ସତ୍ୟାସତ୍ୟ ଅନୁସନ୍ଧାନ କରିବା ପାଇଁ ବନବିଭାଗର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନରେ ଯାଇଛନ୍ତି । କିଛିଦିନ ପୂର୍ବରୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ମହାବଳ ବାଘ ଥିବା ଟ୍ରାକ କ୍ୟାମେରାରୁ ଜଣାପଡିଥିଲା। ପରେପରେ ବନ ବିଭାଗ ଅଟେଇ ସଂରକ୍ଷିତ ଜଙ୍ଗଲର ୪ ଗୋଟି ରାସ୍ତାରେ ଚଳପ୍ରଚଳ ଉପରେ ଅଙ୍କୁଶ ଲଗାଯାଇଛି। ଏଥିସହିତ ଏସିଏଫଙ୍କ ନେତୃତ୍ୱରେ ଏକ ସ୍କ୍ୱାଡ଼ ଗଠନ ହୋଇ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

26 Mar 2023 By The Sakala

କେନ୍ଦୁଝର ଅଟେଇ ସଂରକ୍ଷିତ ଜଙ୍ଗଲରେ ବାଘ; ୨ ମଇଁଷିକୁ କଲା ଶୀକାର

କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୨ଟି ମଇଁଷିକୁ ବାଘ ମାରିଥିବା ସୂଚନା ମିଳିଛି। ଖବର ଅନୁସାରେ ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଏକ ଗାଁରୁ ମଇଁଷି ପଲ୍ଲ ରାତ୍ରିରେ ଜଙ୍ଗଲରେ ବୁଲୁଥିବାବେଳେ ୨ଟି ମଇଁଷିକୁ ମାରି ଖାଇଥିବା ସୂଚନା ମିଳିଛି । ଖବରପାଇ ଘଟଣାର ସତ୍ୟାସତ୍ୟ ଅନୁସନ୍ଧାନ କରିବା ପାଇଁ ବନବିଭାଗର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନରେ ଯାଇଛନ୍ତି । କିଛିଦିନ ପୂର୍ବରୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ମହାବଳ ବାଘ ଥିବା ଟ୍ରାକ କ୍ୟାମେରାରୁ ଜଣାପଡିଥିଲା। ପରେପରେ ବନ ବିଭାଗ ଅଟେଇ ସଂରକ୍ଷିତ ଜଙ୍ଗଲର ୪ ଗୋଟି ରାସ୍ତାରେ ଚଳପ୍ରଚଳ ଉପରେ ଅଙ୍କୁଶ ଲଗାଯାଇଛି। ଏଥିସହିତ ଏସିଏଫଙ୍କ ନେତୃତ୍ୱରେ ଏକ ସ୍କ୍ୱାଡ଼ ଗଠନ ହୋଇ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର