ଧାନ ଜମିରୁ ମାଈହାତୀର କ୍ଷତବିକ୍ଷତ ମୃତଦେହ ଠାବ

The Sakala Picture
Published On

କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ କନ୍ତଲେଇ ଦଢ଼ିଆ ସାହି ପାଖରେ ଏକ ମାଈହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କେମିତି ହେଲା ହାତୀର ମୃତ୍ୟୁ ତାହା ସ୍ପଷ୍ଟ ହୋଇନାହିଁ । ସୂଚନା ଅନୁଯାୟୀ, ଏହି ଅଞ୍ଚଳରେ ୫୦ରୁ ଅଧିକ ହାତୀ କିଛି ଦିନ ହେଲା ବ୍ୟାପକ ଫସଲ ନଷ୍ଟ କରୁଥିଲେ ।  ତେବେ ଆଜି ଏହି ହାତୀପଲ ଭିତରୁ ଏକ ମାଈ ହାତୀର ମୃତଦେହ ଧାନ ଜମିରେ ପଡ଼ିଥିବା ଦେଖିବାକୁ ମିଳିଛି । କେମିତି […]

କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ କନ୍ତଲେଇ ଦଢ଼ିଆ ସାହି ପାଖରେ ଏକ ମାଈହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କେମିତି ହେଲା ହାତୀର ମୃତ୍ୟୁ ତାହା ସ୍ପଷ୍ଟ ହୋଇନାହିଁ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ସୂଚନା ଅନୁଯାୟୀ, ଏହି ଅଞ୍ଚଳରେ ୫୦ରୁ ଅଧିକ ହାତୀ କିଛି ଦିନ ହେଲା ବ୍ୟାପକ ଫସଲ ନଷ୍ଟ କରୁଥିଲେ ।  ତେବେ ଆଜି ଏହି ହାତୀପଲ ଭିତରୁ ଏକ ମାଈ ହାତୀର ମୃତଦେହ ଧାନ ଜମିରେ ପଡ଼ିଥିବା ଦେଖିବାକୁ ମିଳିଛି । କେମିତି ହାତୀର ମୃତ୍ୟୁ ହେଲା ଜଣାପଡ଼ି ନଥିବା ବେଳେ ଏନେଇ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ହାତୀର ମୃତଦେହ ପଡ଼ିଥିବା ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାଯାଇଛି। ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଅଧିକାରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

30 Nov 2024 By The Sakala

ଧାନ ଜମିରୁ ମାଈହାତୀର କ୍ଷତବିକ୍ଷତ ମୃତଦେହ ଠାବ

କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ କନ୍ତଲେଇ ଦଢ଼ିଆ ସାହି ପାଖରେ ଏକ ମାଈହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କେମିତି ହେଲା ହାତୀର ମୃତ୍ୟୁ ତାହା ସ୍ପଷ୍ଟ ହୋଇନାହିଁ ।

ସୂଚନା ଅନୁଯାୟୀ, ଏହି ଅଞ୍ଚଳରେ ୫୦ରୁ ଅଧିକ ହାତୀ କିଛି ଦିନ ହେଲା ବ୍ୟାପକ ଫସଲ ନଷ୍ଟ କରୁଥିଲେ ।  ତେବେ ଆଜି ଏହି ହାତୀପଲ ଭିତରୁ ଏକ ମାଈ ହାତୀର ମୃତଦେହ ଧାନ ଜମିରେ ପଡ଼ିଥିବା ଦେଖିବାକୁ ମିଳିଛି । କେମିତି ହାତୀର ମୃତ୍ୟୁ ହେଲା ଜଣାପଡ଼ି ନଥିବା ବେଳେ ଏନେଇ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ହାତୀର ମୃତଦେହ ପଡ଼ିଥିବା ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାଯାଇଛି। ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଅଧିକାରୀ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର