ତୁରୁମୁଙ୍ଗା ବଜାରରେ ମହୁମାଛି ଆକ୍ରମଣ, ୧୫ରୁ ଉର୍ଦ୍ଧ୍ବ ଆହତ

The Sakala Picture
Published On

ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ବଜାରରେ ମହୁମାଛି ଆତଙ୍କ। ମହୁମାଛି ଆକ୍ରମଣରେ ୧୫ରୁ ଉର୍ଦ୍ଧ୍ବ ଲୋକେ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କଲେଜ ଛାତ୍ରଛାତ୍ରୀଙ୍କ ସମେତ ବିଦ୍ୟୁତକାର୍ଯ୍ୟାଳୟର ୩ ଜଣ କର୍ମଚାରୀ ଅଛନ୍ତି। ତୁରୁମୁଙ୍ଗା କଲେଜ ରାସ୍ତାରେ ଯାଉଥିବା ସମୟରେ ବିଦ୍ୟୁତକାର୍ଯ୍ୟାଳୟ ନିକଟରେ ମହୁମାଛି ଆକ୍ରମଣ କରିଛନ୍ତି। ବିଦ୍ୟୁତ ବିଲ ପୈଠ କରିବାକୁ ଆସିଥିବା ଲୋକେ ମଧ୍ୟ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ବିଦ୍ୟୁତକାର୍ଯ୍ୟାଳୟ ପରିସରରେ ଏକ ଗଛରେ ଥିବା ମହୁମାଛି ବସାରେ ବାଜ ପକ୍ଷୀ ଆକ୍ରମଣ […]

ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ବଜାରରେ ମହୁମାଛି ଆତଙ୍କ। ମହୁମାଛି ଆକ୍ରମଣରେ ୧୫ରୁ ଉର୍ଦ୍ଧ୍ବ ଲୋକେ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କଲେଜ ଛାତ୍ରଛାତ୍ରୀଙ୍କ ସମେତ ବିଦ୍ୟୁତକାର୍ଯ୍ୟାଳୟର ୩ ଜଣ କର୍ମଚାରୀ ଅଛନ୍ତି। ତୁରୁମୁଙ୍ଗା କଲେଜ ରାସ୍ତାରେ ଯାଉଥିବା ସମୟରେ ବିଦ୍ୟୁତକାର୍ଯ୍ୟାଳୟ ନିକଟରେ ମହୁମାଛି ଆକ୍ରମଣ କରିଛନ୍ତି। ବିଦ୍ୟୁତ ବିଲ ପୈଠ କରିବାକୁ ଆସିଥିବା ଲୋକେ ମଧ୍ୟ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ବିଦ୍ୟୁତକାର୍ଯ୍ୟାଳୟ ପରିସରରେ ଏକ ଗଛରେ ଥିବା ମହୁମାଛି ବସାରେ ବାଜ ପକ୍ଷୀ ଆକ୍ରମଣ କରିଥିବାରୁ ମହୁମାଛି ଆକ୍ରମଣ କରିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ସୁନ୍ଦରପଦା ଆଜାଦ ନଗର ବିସ୍ଫୋରଣ ମାମଲା: ୟୁପିରୁ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା NIA

09 Apr 2024 By The Sakala

ତୁରୁମୁଙ୍ଗା ବଜାରରେ ମହୁମାଛି ଆକ୍ରମଣ, ୧୫ରୁ ଉର୍ଦ୍ଧ୍ବ ଆହତ

ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ବଜାରରେ ମହୁମାଛି ଆତଙ୍କ। ମହୁମାଛି ଆକ୍ରମଣରେ ୧୫ରୁ ଉର୍ଦ୍ଧ୍ବ ଲୋକେ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କଲେଜ ଛାତ୍ରଛାତ୍ରୀଙ୍କ ସମେତ ବିଦ୍ୟୁତକାର୍ଯ୍ୟାଳୟର ୩ ଜଣ କର୍ମଚାରୀ ଅଛନ୍ତି। ତୁରୁମୁଙ୍ଗା କଲେଜ ରାସ୍ତାରେ ଯାଉଥିବା ସମୟରେ ବିଦ୍ୟୁତକାର୍ଯ୍ୟାଳୟ ନିକଟରେ ମହୁମାଛି ଆକ୍ରମଣ କରିଛନ୍ତି। ବିଦ୍ୟୁତ ବିଲ ପୈଠ କରିବାକୁ ଆସିଥିବା ଲୋକେ ମଧ୍ୟ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ବିଦ୍ୟୁତକାର୍ଯ୍ୟାଳୟ ପରିସରରେ ଏକ ଗଛରେ ଥିବା ମହୁମାଛି ବସାରେ ବାଜ ପକ୍ଷୀ ଆକ୍ରମଣ କରିଥିବାରୁ ମହୁମାଛି ଆକ୍ରମଣ କରିଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର