କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୯ ଆହତ

The Sakala Picture
Published On

କେନ୍ଦୁଝର: କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ରୁଗୁଡି ସ୍ଥିତ KJS ଆଲୁଓ୍ବାଲିଆ ଷ୍ଟିଲ ପ୍ଲାଣ୍ଟରେବିସ୍ଫୋରଣ ଘଟିବାରୁ ୯ଜଣ ଶ୍ରମିକ ଆହତ ହୋଇଥିବାବେଳେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟିଯାଇଥିଲା । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହୋଇଯାଇଥିବା ଜଣାପଡ଼ିଛି। ଗୁରୁତର ଆହତ ହୋଇଥିବା ୪ଜଣ ଶ୍ରମିକଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

02 May 2024 By The Sakala

କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୯ ଆହତ

କେନ୍ଦୁଝର: କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ରୁଗୁଡି ସ୍ଥିତ KJS ଆଲୁଓ୍ବାଲିଆ ଷ୍ଟିଲ ପ୍ଲାଣ୍ଟରେବିସ୍ଫୋରଣ ଘଟିବାରୁ ୯ଜଣ ଶ୍ରମିକ ଆହତ ହୋଇଥିବାବେଳେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟିଯାଇଥିଲା । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହୋଇଯାଇଥିବା ଜଣାପଡ଼ିଛି। ଗୁରୁତର ଆହତ ହୋଇଥିବା ୪ଜଣ ଶ୍ରମିକଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

https://www.thesakala.in/latest-odisha-news/kendujhar/blast-at-keonjhar-steel-plant-9-injured/article-31868
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର