କେନ୍ଦୁଝର
<% catList.forEach(function(cat){ %> <%= cat.label %> <% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %> <%= node_description %>
<% } %> <% catList.forEach(function(cat){ %> <%= cat.label %> <% }); %>
ନଦୀରେ ଗାଧେଇବା ବେଳେ ପାଣିରେ ବୁଡିଗଲେ ଦୁଇ ନାବାଳକ ଭାଇ; ଜଣେ ମୃତ, ଅନ୍ୟ ଜଣେ ନିଖୋଜ
Published On
By Madhusudan Das
ବାଲିବନ୍ଧ/କେନ୍ଦୁଝର: ନଦୀରେ ଗାଧୋଇବା ହେଲା କାଳ । ପାଣିରେ ବୁଡି ଚାଲିଗଲା ନାବାଳକ ଛାତ୍ରର ଜୀବନ । ଝୁମ୍ପୁରା ଥାନା ଅଧିନ ଅର୍ଶଳା ପଞ୍ଚାୟତ ଅର୍ଶଳା ଗ୍ରାମନିକଟରେ ଥିବା ଅରଡେଇ ନଦୀରେ ଘଟିଛି ଏପରି ଏକ ହୃଦୟବିଦାରକ ଘଟଣା । ୬ଜଣ ନାବାଳକ ଛାତ୍ର ସାଙ୍ଗ ହୋଇ ନଦୀରେ ଗାଧେଇବା ବେଳେ ଦୁଇ ଜଣ ପାଣିରେ...
କେନ୍ଦୁଝରରେ ଗଣେଶ ଭସାଣି ବେଳେ ଶବ୍ଦ ପ୍ରଦୂଷଣ ନିୟମ ଉଲ୍ଲଂଘନ: ଡିଜେ ସିଷ୍ଟମ୍ ଜବତ କଲା ପୋଲିସ
Published On
By Madhusudan Das
କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଗଣେଶ ମୂର୍ତ୍ତି ଭସାଣି ଉତ୍ସବ ବେଳେ ଶବ୍ଦ ପ୍ରଦୂଷଣ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଘଷିପୁରା ପୋଲିସ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଏକ ମାମଲା ରୁଜୁ କରିବା ସହ ଡିଜେ (DJ) ସାଉଣ୍ଡ ସିଷ୍ଟମ ଖଞ୍ଜାଯାଇଥିବା ଏକ ଗାଡ଼ିକୁ ଜବତ କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା...
ଭଉଣୀ ଭିଣୋଇଙ୍କ ମଧ୍ୟରେ ଝଗଡାର ସମାଧାନ କରିବାକୁ ଆସି ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ
Published On
By Madhusudan Das
କେନ୍ଦୁଝର: ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ଭଉଣୀ ଭିଣୋଇଙ୍କ ମଧ୍ୟରେ ଲାଗିଥିବା ପାରିବାରିକ ଝଗଡାର ସମାଧାନ କରିବାକୁ ଆସି ଭିଣୋଇକୁ ହତ୍ୟା କଲା ଶାଳକ । କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ଉଲିବୁରୁ ବୁରୁ ସାହିରେ ଘଟିଛି ଏହି ଅଘଟଣ । ମୃତକ ହେଲେ ୩୦ ବର୍ଷିୟ ବନମାଳୀ ମୁଣ୍ଡା । ଅଭିଯୁକ୍ତ...
ପୋଲିସ କର୍ମଚାରୀଙ୍କ ସ୍ୱାମୀଙ୍କୁ ଗୁଳି କରି ହତ୍ୟା, ପୋଲିସର ଛାନଭିନ୍ ଜାରି
Published On
By Madhusudan Das
କେନ୍ଦୁଝର: ପୋଲିସ କର୍ମଚାରୀଙ୍କ ସ୍ବାମୀଙ୍କୁ ଗୁଳି କରି ହତ୍ୟା । ନିଜ ଜନସେବା କେନ୍ଦ୍ର ବନ୍ଦ କରି ଘରକୁ ଫେରୁଥିବା ବେଳେ ଆକ୍ରମଣ । ଧାରୁଆ ଅସ୍ତ୍ରରେ ଆକ୍ରମଣ ସହ ଗୁଳିମାଡ଼ । ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଖୁଣ୍ଟାପଡ଼ା ନିକଟରେ ଘଟିଛି ଏପରି ଅଭାବନୀୟ ଘଟଣା ।...
କେନ୍ଦୁଝରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ, ଡ୍ରାଇଭର ଫେରାର
Published On
By Madhusudan Das
କେନ୍ଦୁଝର: ଟ୍ରକ୍ ଧକ୍କାରେ ଚାଲିଗଲା ଦମ୍ପତି ଜୀବନ । କେନ୍ଦୁଝର ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ଧୂରପଦା ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଦ୍ରୁତଗାମୀ ଟ୍ରକ୍ ଏକ ବାଇକ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦମ୍ପତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଟ୍ରକ୍ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା ।...
କେନ୍ଦୁଝରରେ ବଜ୍ରପାତ ନେଲା ଦୁଇ ଜଣଙ୍କ ଜୀବନ, ଆନନ୍ଦପୁର ଅଞ୍ଚଳରେ ଶୋକର ଛାୟା
Published On
By Madhusudan Das
କେନ୍ଦୁଝର: ଆକାଶରୁ ଖସିଲା ମୃତ୍ୟୁ । ବଜ୍ରପାତରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ପୃଥକ ପୃଥକ ବଜ୍ରପାତ ଘଟଣାରେ ଜଣେ ଯୁବକ ଏବଂ ଜଣେ ମହିଳାଙ୍କ ସମେତ ମୋଟ ୨ ଜଣଙ୍କର ପ୍ରାଣହାନୀ ଘଟିଛି। କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଅଞ୍ଚଳରେ ଏପରି ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏହି ଅକାଳ ମୃତ୍ୟୁ ଘଟଣା ସମଗ୍ର...
ଅଗ୍ନିଶମ କେନ୍ଦ୍ରରେ ହାଇଡ୍ରାମା: ବରିଷ୍ଠ ଅଧିକାରୀଙ୍କ ନିର୍ଯାତନା ଅଭିଯୋଗ କରି ଛାତ ଉପରକୁ ଚଢ଼ିଲେ କର୍ମଚାରୀ
Published On
By Madhusudan Das
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସ୍ଥିତ ଶାଳପଡ଼ା ଅଗ୍ନିଶମ ସେବା କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ମାନସିକ ନିର୍ଯାତନାର ଶିକାର ହେଉଥିବା ଅଭିଯୋଗ କରି ହେମାନନ୍ଦ ଦେହୁରୀ ନାମକ ଜଣେ କର୍ମଚାରୀ କାର୍ଯ୍ୟାଳୟର ଛାତ ଉପରକୁ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୂଚନା ଅନୁଯାୟୀ, ହେମାନନ୍ଦ ଦେହୁରୀ...
ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ
Published On
By Madhusudan Das
କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି । ମଦ ନିଶାରେ ବାପାକୁ ହତ୍ୟା କଲା ପୁଅ । ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲା ନୃଶଂସ ପୁଅ । ହତ୍ୟା ପରେ ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ ପୁଅ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ନୁଆଖମଣରେ ଘଟିଛି ଏଭଳି ହତ୍ୟାକାଣ୍ଡ । ମୃତକ ହେଲେ...
ନକଲି ଡିଇଫ ରାକେଟ୍ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ
Published On
By Madhusudan Das
ବଡ଼ବିଲ: କେନ୍ଦୁଝର ଜିଲ୍ଲାର ଖଣି ଅଂଚଳରେ ନାମୀଦାମୀ କମ୍ପାନୀର ବ୍ରାଣ୍ଡ ନାମ ବ୍ୟବହାର କରି ନକଲି ଡି ଇ ଫ ପ୍ରସ୍ତୁତି, ଯୋଗାଣ ଓ ବିକ୍ରୟ କରୁଥିବା ଏକ ରାକେଟ୍ର ପର୍ଦାଫାସ କରିଛି ବଡ଼ବିଲ ପୁଲିସ । ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ବେଳେ ବିପୁଳ ପରିମାଣର...
ପାରିବାରିକ କଳହ: ସ୍ୱାମୀକୁ କାଠଫାଳିଆରେ ପିଟିପିଟି ହତ୍ୟା କଲା ସ୍ତ୍ରୀ
Published On
By Madhusudan Das
କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି । କାଠଫାଳିଆରେ ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ବାଙ୍କପାଟୁଳି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ମହିଳା ନିଜ ସ୍ୱାମୀଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି...
କାନପୁର ଜଳସେଚନ ପ୍ରକଳ୍ପକୁ ନେଇ ପ୍ରଶାସନର ସ୍ପଷ୍ଟୀକରଣ: ଅସ୍ଥାୟୀ ଭାବେ ନିର୍ମିତ କଫର ଡ୍ୟାମ ଉପର ଦେଇ ପାଣି ପ୍ରବାହିତ, ମୁଖ୍ୟ ଡ୍ୟାମ ସମ୍ପୂର୍ଣ ସୁରକ୍ଷିତ
Published On
By Madhusudan Das
କେନ୍ଦୁଝର: କାନପୁର ଡ୍ୟାମ୍ରେ ଫାଟ ବା ଗଠନମୂଳକ ତ୍ରୁଟି ଦେଖାଦେଇଥିବା ନେଇ କିଛି ବୈଦ୍ୟୁତିକ ଗଣମାଧ୍ୟମ ଏବଂ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା ବିଭ୍ରାନ୍ତିକର ତଥା ଅସତ୍ୟ ଖବର ଉପରେ କେନ୍ଦୁଝର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରାଯାଇଛି। ଜିଲ୍ଲା ପ୍ରଶାସନ ସ୍ପଷ୍ଟ ଭାବେ ଜଣାଇଛି ଯେ, କାନପୁର ଡ୍ୟାମ୍ରେ କୌଣସି ପ୍ରକାରର...
ଘର ଏବଂ ଅଗଣାରୁ ଜଳ ନିଷ୍କାସନ ବେଳେ ବିଜୁଳି କରେଣ୍ଟ ଲାଗି ଅଗ୍ନୀଶମ ବାହିନୀର ଯବାନ ମୃତ
Published On
By Madhusudan Das
କେନ୍ଦୁଝର: କରେଣ୍ଟ ଲାଗି ଅଗ୍ନୀଶମ ବାହିନୀର ଯବାନ ମୃତ । ବନ୍ୟା ଜଳ ନିଷ୍କାସନ ବେଳେ ବିଜୁଳି କରେଣ୍ଟ ଲାଗି ଚାଲିଗଲା ଅଗ୍ନୀଶମ ବାହିନୀର ଯବାନଙ୍କ ଜୀବନ । କେନ୍ଦୁଝରରେ ଦୁଇ ଦିନ ଧରି ଲଗାଣ ବର୍ଷାରେ ଜନ ଜିବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିଲା। ରାସ୍ତା ଘାଟ ଘର ଦ୍ୱାର ସବୁ ଆଡେ ପାଣି ଭରି...



