ଆଜିଠୁ ମା’ ତାରିଣୀଙ୍କ ପୀଠରେ ଚଇତି ପର୍ବ, ଦର୍ଶନ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼

The Sakala Picture
Published On

କେନ୍ଦୁଝର: କେନ୍ଦୁଝରସ୍ଥିତ ମା’ ତାରିଣୀଙ୍କ ପୀଠରେ ଆଜିଠୁ ଆରମ୍ଭ ହୋଇଛି ଚଇତି ପର୍ବ । ଆଜିଠାରୁ ବିଷୁବ ପଣା ସଂକ୍ରାନ୍ତି ଯାଏ ଏହାକୁ ଅତି ଧୁମଧାମରେ ପାଳନ କରାଯାଇଥାଏ । ତେଣୁ ଏହି ପବିତ୍ର ଦିନଟିରେ ମାଙ୍କୁ ଦର୍ଶନ କଲେ ସମସ୍ତ ମନସ୍କାମନା ପୁର୍ଣ୍ଣ ହୁଏ ବୋଲି ବିଶ୍ୱାସ ଅଛି । ତେଣୁ ଆଜି ମା’ଙ୍କ ଦର୍ଶନ ଲାଗି ଦୂର ଦୂରାନ୍ତରୁ ଘଟଗାଁ ମା’ ତାରିଣୀଙ୍କ ପୀଠକୁ ଭକ୍ତଙ୍କର ସୁଅ ଛୁଟୁଛି। ଏଥିଯୋଗୁ ମା’ଙ୍କ ପୀଠ ଲୋକାରଣ୍ୟ […]

କେନ୍ଦୁଝର: କେନ୍ଦୁଝରସ୍ଥିତ ମା’ ତାରିଣୀଙ୍କ ପୀଠରେ ଆଜିଠୁ ଆରମ୍ଭ ହୋଇଛି ଚଇତି ପର୍ବ । ଆଜିଠାରୁ ବିଷୁବ ପଣା ସଂକ୍ରାନ୍ତି ଯାଏ ଏହାକୁ ଅତି ଧୁମଧାମରେ ପାଳନ କରାଯାଇଥାଏ । ତେଣୁ ଏହି ପବିତ୍ର ଦିନଟିରେ ମାଙ୍କୁ ଦର୍ଶନ କଲେ ସମସ୍ତ ମନସ୍କାମନା ପୁର୍ଣ୍ଣ ହୁଏ ବୋଲି ବିଶ୍ୱାସ ଅଛି । ତେଣୁ ଆଜି ମା’ଙ୍କ ଦର୍ଶନ ଲାଗି ଦୂର ଦୂରାନ୍ତରୁ ଘଟଗାଁ ମା’ ତାରିଣୀଙ୍କ ପୀଠକୁ ଭକ୍ତଙ୍କର ସୁଅ ଛୁଟୁଛି। ଏଥିଯୋଗୁ ମା’ଙ୍କ ପୀଠ ଲୋକାରଣ୍ୟ ହୋଇ ଯାଇଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ମା’ ତାରିଣୀଙ୍କ ଘଟଗାଁ ପୀଠରେ ୧୯୩୭ ମସିହା ଆଜିର ଦିନରେ ପରିଚାଳନା କମିଟି ତରଫରୁ ଆରମ୍ଭ ହୋଇଥିଲା ଚଇତି ପର୍ବ । ଦୀର୍ଘ ୮୮ ବର୍ଷ ହେଲା ଏହି ପର୍ବ ଭକ୍ତି ଓ ନିଷ୍ଠାର ସହ ପାଳିତ ହୋଇ ଆସୁଛି ।ବାର୍ଷିକ ଉତ୍ସବରେ ମାଙ୍କ ସୁନା ବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ବହୁ ସଂଖ୍ୟାରେ ଭକ୍ତଙ୍କ ଶୃଙ୍ଖଳା ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

09 Apr 2024 By The Sakala

ଆଜିଠୁ ମା’ ତାରିଣୀଙ୍କ ପୀଠରେ ଚଇତି ପର୍ବ, ଦର୍ଶନ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼

କେନ୍ଦୁଝର: କେନ୍ଦୁଝରସ୍ଥିତ ମା’ ତାରିଣୀଙ୍କ ପୀଠରେ ଆଜିଠୁ ଆରମ୍ଭ ହୋଇଛି ଚଇତି ପର୍ବ । ଆଜିଠାରୁ ବିଷୁବ ପଣା ସଂକ୍ରାନ୍ତି ଯାଏ ଏହାକୁ ଅତି ଧୁମଧାମରେ ପାଳନ କରାଯାଇଥାଏ । ତେଣୁ ଏହି ପବିତ୍ର ଦିନଟିରେ ମାଙ୍କୁ ଦର୍ଶନ କଲେ ସମସ୍ତ ମନସ୍କାମନା ପୁର୍ଣ୍ଣ ହୁଏ ବୋଲି ବିଶ୍ୱାସ ଅଛି । ତେଣୁ ଆଜି ମା’ଙ୍କ ଦର୍ଶନ ଲାଗି ଦୂର ଦୂରାନ୍ତରୁ ଘଟଗାଁ ମା’ ତାରିଣୀଙ୍କ ପୀଠକୁ ଭକ୍ତଙ୍କର ସୁଅ ଛୁଟୁଛି। ଏଥିଯୋଗୁ ମା’ଙ୍କ ପୀଠ ଲୋକାରଣ୍ୟ ହୋଇ ଯାଇଛି।

ମା’ ତାରିଣୀଙ୍କ ଘଟଗାଁ ପୀଠରେ ୧୯୩୭ ମସିହା ଆଜିର ଦିନରେ ପରିଚାଳନା କମିଟି ତରଫରୁ ଆରମ୍ଭ ହୋଇଥିଲା ଚଇତି ପର୍ବ । ଦୀର୍ଘ ୮୮ ବର୍ଷ ହେଲା ଏହି ପର୍ବ ଭକ୍ତି ଓ ନିଷ୍ଠାର ସହ ପାଳିତ ହୋଇ ଆସୁଛି ।ବାର୍ଷିକ ଉତ୍ସବରେ ମାଙ୍କ ସୁନା ବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ବହୁ ସଂଖ୍ୟାରେ ଭକ୍ତଙ୍କ ଶୃଙ୍ଖଳା ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର