ଯାତ୍ରୀବାହୀ ବସ୍ ଓ ଟ୍ରଲର ମଧ୍ୟରେ ମୁହାଁମୁହିଁ ଧକ୍କା: ୧୪ରୁ ଅଧିକ ଆହତ, ୩ ଗୁରୁତର

The Sakala Picture
Published On

ବଡ଼ବିଲ: ବଡ଼ବିଲ ଥାନା ଏନଏଚ୍ ୫୨୦ ଭଦ୍ରାସାହି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆଜି ମଧ୍ୟାହ୍ନ ସମୟରେ ବୈଷ୍ଣଦେବୀ ନାମକ ଯାତ୍ରୀବାହୀ ବସ ଯୋଡ଼ାରୁ ବଡ଼ବିଲ ଅଭିମୁଖେ ଆସୁଥିଲା। ବସଟି ରୋଇଡ଼ା ଛକ ଠାରୁ ରାସ୍ତାର ବାମ ପାର୍ଶ୍ୱରେ ନଯାଇ ଡାହାଣ ପଟ ରାସ୍ତା ଦେଇ ଅର୍ଥାତ୍ ଏନଏଚରେ ରଙ୍ଗ ରୁଟରେ ଆସୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରେଲର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ହେବାପରେ ଉଭୟ […]

ବଡ଼ବିଲ: ବଡ଼ବିଲ ଥାନା ଏନଏଚ୍ ୫୨୦ ଭଦ୍ରାସାହି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆଜି ମଧ୍ୟାହ୍ନ ସମୟରେ ବୈଷ୍ଣଦେବୀ ନାମକ ଯାତ୍ରୀବାହୀ ବସ ଯୋଡ଼ାରୁ ବଡ଼ବିଲ ଅଭିମୁଖେ ଆସୁଥିଲା। ବସଟି ରୋଇଡ଼ା ଛକ ଠାରୁ ରାସ୍ତାର ବାମ ପାର୍ଶ୍ୱରେ ନଯାଇ ଡାହାଣ ପଟ ରାସ୍ତା ଦେଇ ଅର୍ଥାତ୍ ଏନଏଚରେ ରଙ୍ଗ ରୁଟରେ ଆସୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରେଲର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ହେବାପରେ ଉଭୟ ଟ୍ରଲର ଓ ବସ୍ ରାସ୍ତା କଡ଼ରେ ଥିବା ଏକ ଟାୟାର ଦୋକାନ ପଟକୁ ମାଡ଼ିଯାଇଥିଲା ।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

ଦୁର୍ଘଟଣାରେ ବସ୍ ଡ୍ରାଇଭର ସମେତ ୧୦ରୁ ଅଧି ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ତୁରନ୍ତ ବଡ଼ବିଲ ମେଡ଼ିକାଲକୁ ନିଆଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣ ଗୁରୁତର ଥିବା ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ଓ ପରିବହନ ବିଭାଗ ଅଧିକାରୀ ପହଞ୍ଚିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

16 Mar 2024 By The Sakala

ଯାତ୍ରୀବାହୀ ବସ୍ ଓ ଟ୍ରଲର ମଧ୍ୟରେ ମୁହାଁମୁହିଁ ଧକ୍କା: ୧୪ରୁ ଅଧିକ ଆହତ, ୩ ଗୁରୁତର

ବଡ଼ବିଲ: ବଡ଼ବିଲ ଥାନା ଏନଏଚ୍ ୫୨୦ ଭଦ୍ରାସାହି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆଜି ମଧ୍ୟାହ୍ନ ସମୟରେ ବୈଷ୍ଣଦେବୀ ନାମକ ଯାତ୍ରୀବାହୀ ବସ ଯୋଡ଼ାରୁ ବଡ଼ବିଲ ଅଭିମୁଖେ ଆସୁଥିଲା। ବସଟି ରୋଇଡ଼ା ଛକ ଠାରୁ ରାସ୍ତାର ବାମ ପାର୍ଶ୍ୱରେ ନଯାଇ ଡାହାଣ ପଟ ରାସ୍ତା ଦେଇ ଅର୍ଥାତ୍ ଏନଏଚରେ ରଙ୍ଗ ରୁଟରେ ଆସୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରେଲର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ହେବାପରେ ଉଭୟ ଟ୍ରଲର ଓ ବସ୍ ରାସ୍ତା କଡ଼ରେ ଥିବା ଏକ ଟାୟାର ଦୋକାନ ପଟକୁ ମାଡ଼ିଯାଇଥିଲା ।

ଦୁର୍ଘଟଣାରେ ବସ୍ ଡ୍ରାଇଭର ସମେତ ୧୦ରୁ ଅଧି ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ତୁରନ୍ତ ବଡ଼ବିଲ ମେଡ଼ିକାଲକୁ ନିଆଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣ ଗୁରୁତର ଥିବା ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ଓ ପରିବହନ ବିଭାଗ ଅଧିକାରୀ ପହଞ୍ଚିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର