ଭୁବନେଶ୍ୱର: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର୍ ଘୋଷଣା କରିଛନ୍ତି। ମନ୍ଦିରର ଉନ୍ନତି ନିମନ୍ତେ ଖୁବ୍ଶୀଘ୍ର କାମ ଆରମ୍ଭ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର, ଖୁବ ଶୀଘ୍ର କାମ ଆରମ୍ଭ ହେବ-ମୁଖ୍ୟମନ୍ତ୍ରୀ