ଆନନ୍ଦପୁରଠାରେ ବୈତରଣୀ ବିପଦ ସଂକେତ ଉପରେ ବନ୍ୟାଜଳ ପ୍ରବାହିତ, ମଧ୍ୟମ ଧରଣର ବନ୍ୟା ଆଶଙ୍କା- ଏସଆରସି

The Sakala Picture
Published On

ଭୁବନେଶ୍ୱର: ବାତ୍ୟା ୟସ୍ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଫଳରେ ବୈତରଣୀ ନଦୀ ଫୁଲୁଛି । ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଆଖୁଆପଦାଠାରେ ଜଳସ୍ତର ବିପଦ ସଙ୍କେତ ଟପିଛି। ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଆନନ୍ଦପୁରଠାରେ ଜଳସ୍ତର ରହିଛି ୩୯ ମିଟର। Heavy rainfall induced by #CycloneYaas in Baitarani catchment caused huge inflow . […]

ଭୁବନେଶ୍ୱର: ବାତ୍ୟା ୟସ୍ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଫଳରେ ବୈତରଣୀ ନଦୀ ଫୁଲୁଛି । ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଆଖୁଆପଦାଠାରେ ଜଳସ୍ତର ବିପଦ ସଙ୍କେତ ଟପିଛି। ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଆନନ୍ଦପୁରଠାରେ ଜଳସ୍ତର ରହିଛି ୩୯ ମିଟର।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପରେ ନଜର ରଖାଯାଇଛି। ବୈତରଣୀରେ ବନ୍ୟା ଆସିଲେ ଭଦ୍ରକ, କେନ୍ଦୁଝର ଓ ଯାଜପୁର ଜିଲ୍ଲା ପ୍ରଭାବିତ ହୋଇପାରେ। ଏସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ତଳି ଅଞ୍ଚଳରେ ପାଣି ପଶିପାରେ। ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ତଳେ ଜଳ ପ୍ରଭାବିତ ହେଉଛି। ସାଳନ୍ଦୀ ରେ ବି ଜଳସ୍ତର କମ ରହିଛି।

27 May 2021 By The Sakala

ଆନନ୍ଦପୁରଠାରେ ବୈତରଣୀ ବିପଦ ସଂକେତ ଉପରେ ବନ୍ୟାଜଳ ପ୍ରବାହିତ, ମଧ୍ୟମ ଧରଣର ବନ୍ୟା ଆଶଙ୍କା- ଏସଆରସି

ଭୁବନେଶ୍ୱର: ବାତ୍ୟା ୟସ୍ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଫଳରେ ବୈତରଣୀ ନଦୀ ଫୁଲୁଛି । ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଆଖୁଆପଦାଠାରେ ଜଳସ୍ତର ବିପଦ ସଙ୍କେତ ଟପିଛି। ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଆନନ୍ଦପୁରଠାରେ ଜଳସ୍ତର ରହିଛି ୩୯ ମିଟର।

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପରେ ନଜର ରଖାଯାଇଛି। ବୈତରଣୀରେ ବନ୍ୟା ଆସିଲେ ଭଦ୍ରକ, କେନ୍ଦୁଝର ଓ ଯାଜପୁର ଜିଲ୍ଲା ପ୍ରଭାବିତ ହୋଇପାରେ। ଏସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ତଳି ଅଞ୍ଚଳରେ ପାଣି ପଶିପାରେ। ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ତଳେ ଜଳ ପ୍ରଭାବିତ ହେଉଛି। ସାଳନ୍ଦୀ ରେ ବି ଜଳସ୍ତର କମ ରହିଛି।

https://www.thesakala.in/latest-odisha-news/kendujhar/expecting-medium-flood-in-baitarani/article-2439
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର