ମକର ସଂକ୍ରାନ୍ତିରେ ବନ୍ଦ ରହିବ ମା’ ତାରିଣୀଙ୍କ ମନ୍ଦିର

The Sakala Picture
Published On

କେନ୍ଦୁଝର: ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା । ବଢୁଥିବା କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି  ଜାନୁଆରି ୧୪ ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ଘଟଗାଁର ପ୍ରସିଦ୍ଧ ମା’ ତାରିଣୀ ମନ୍ଦିର ବନ୍ଦ ରହିବ । ରାଜ୍ୟ ସ୍ବତନ୍ତ୍ର ରିଲିଫ କମିସନର ଓ କେନ୍ଦୁଝର ଜିଲ୍ଲାପାଳଙ୍କ ଚିଠି ଅନୁସାରେ ୧୪ ତାରିଖ ଦିନ ମନ୍ଦିର ପରିସରକୁ କୌଣସି ଭକ୍ତ ପ୍ରବେଶ କରିପାରିବେ ନାହିଁ। ତେବେ ପ୍ରତ୍ୟେକ ଦିନ ପରି ମା’ଙ୍କ ବେଶ, ନୀତିକାନ୍ତି, ସକାଳ ଆଳତି, ସନ୍ଧ୍ୟା […]

କେନ୍ଦୁଝର: ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା । ବଢୁଥିବା କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି  ଜାନୁଆରି ୧୪ ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ଘଟଗାଁର ପ୍ରସିଦ୍ଧ ମା’ ତାରିଣୀ ମନ୍ଦିର ବନ୍ଦ ରହିବ । ରାଜ୍ୟ ସ୍ବତନ୍ତ୍ର ରିଲିଫ କମିସନର ଓ କେନ୍ଦୁଝର ଜିଲ୍ଲାପାଳଙ୍କ ଚିଠି ଅନୁସାରେ ୧୪ ତାରିଖ ଦିନ ମନ୍ଦିର ପରିସରକୁ କୌଣସି ଭକ୍ତ ପ୍ରବେଶ କରିପାରିବେ ନାହିଁ। ତେବେ ପ୍ରତ୍ୟେକ ଦିନ ପରି ମା’ଙ୍କ ବେଶ, ନୀତିକାନ୍ତି, ସକାଳ ଆଳତି, ସନ୍ଧ୍ୟା ଆଳତି, ପହଡ଼ ଆଳତି ଓ ଅନ୍ନପ୍ରସାଦ ନୀତି ଯଥାରୀତି ସମ୍ପାଦନ ହେବ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

13 Jan 2022 By The Sakala

ମକର ସଂକ୍ରାନ୍ତିରେ ବନ୍ଦ ରହିବ ମା’ ତାରିଣୀଙ୍କ ମନ୍ଦିର

କେନ୍ଦୁଝର: ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା । ବଢୁଥିବା କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି  ଜାନୁଆରି ୧୪ ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ଘଟଗାଁର ପ୍ରସିଦ୍ଧ ମା’ ତାରିଣୀ ମନ୍ଦିର ବନ୍ଦ ରହିବ । ରାଜ୍ୟ ସ୍ବତନ୍ତ୍ର ରିଲିଫ କମିସନର ଓ କେନ୍ଦୁଝର ଜିଲ୍ଲାପାଳଙ୍କ ଚିଠି ଅନୁସାରେ ୧୪ ତାରିଖ ଦିନ ମନ୍ଦିର ପରିସରକୁ କୌଣସି ଭକ୍ତ ପ୍ରବେଶ କରିପାରିବେ ନାହିଁ। ତେବେ ପ୍ରତ୍ୟେକ ଦିନ ପରି ମା’ଙ୍କ ବେଶ, ନୀତିକାନ୍ତି, ସକାଳ ଆଳତି, ସନ୍ଧ୍ୟା ଆଳତି, ପହଡ଼ ଆଳତି ଓ ଅନ୍ନପ୍ରସାଦ ନୀତି ଯଥାରୀତି ସମ୍ପାଦନ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର