ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

The Sakala Picture
Published On

କେନ୍ଦୁଝର: ସାଇକେଲକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ । ଟ୍ରକ ଧକ୍କାରେ ତୁରୁମୁଙ୍ଗା ଥାନାର ଜଣେ ପୋଲିସ କନେଷ୍ଟବଳଙ୍କର ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲାର ତୁରୁମୁଙ୍ଗା ଥାନାରେ କାର୍ଯ୍ୟରତ କନେଷ୍ଟବଳ ରଘୁନାଥ ମୁର୍ମୁ ସାଇକେଲ ଯୋଗେ ଥାନାକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ୪୯ ନମ୍ବର ଜାତୀୟ ରାଜପଥ ଝାରବେଡା ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି […]

କେନ୍ଦୁଝର: ସାଇକେଲକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ । ଟ୍ରକ ଧକ୍କାରେ ତୁରୁମୁଙ୍ଗା ଥାନାର ଜଣେ ପୋଲିସ କନେଷ୍ଟବଳଙ୍କର ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲାର ତୁରୁମୁଙ୍ଗା ଥାନାରେ କାର୍ଯ୍ୟରତ କନେଷ୍ଟବଳ ରଘୁନାଥ ମୁର୍ମୁ ସାଇକେଲ ଯୋଗେ ଥାନାକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ୪୯ ନମ୍ବର ଜାତୀୟ ରାଜପଥ ଝାରବେଡା ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି l

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

18 Mar 2023 By The Sakala

ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର: ସାଇକେଲକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ । ଟ୍ରକ ଧକ୍କାରେ ତୁରୁମୁଙ୍ଗା ଥାନାର ଜଣେ ପୋଲିସ କନେଷ୍ଟବଳଙ୍କର ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲାର ତୁରୁମୁଙ୍ଗା ଥାନାରେ କାର୍ଯ୍ୟରତ କନେଷ୍ଟବଳ ରଘୁନାଥ ମୁର୍ମୁ ସାଇକେଲ ଯୋଗେ ଥାନାକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ୪୯ ନମ୍ବର ଜାତୀୟ ରାଜପଥ ଝାରବେଡା ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି l

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର