ଟ୍ରକକୁ ଧକ୍କା ଦେଲା ଟ୍ରକ୍, ଡ୍ରାଇଭର ଜୀବନ୍ତ ଦଗ୍ଧ

The Sakala Picture
Published On

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମହୁଲଡିହା ଗାଁ ନିକଟରେ ଗୋଟିଏ ଟ୍ରକକୁ ଅନ୍ୟ ଏକ ଟ୍ରକ୍ ପଛରୁ ଧକ୍କା ଦେଇଥିଲା । ଫଳରେ ପଛରୁ ଧକ୍କା ଦେଇଥିବା ଟ୍ରକଟି ଜଳିଯାଇଛି । ଘଟଣା ସ୍ଥଳରେ ଡ୍ରାଇଭର ଜଣଙ୍କର ଜୀବନ୍ତ ଦଗ୍ଧ ଘଟିଛି । ଖବର ପାଇ ପୁଲିସ ଓ ଅଗ୍ନୀଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ଜୀବନ୍ତ ଦଗ୍ଧ ଡ୍ରାଇଭରକୁ ଉଦ୍ଧାର କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦେଶବ୍ୟାପୀ ଏଲପିଜି ସଙ୍କଟ: ଟ୍ରେନରେ ରନ୍ଧା ଖାଦ୍ୟ ବନ୍ଦ କରିପାରେ IRCTC, ରନ୍ଧନ ବ୍ୟବସ୍ଥାର ବିକଳ୍ପ ବ୍ୟବହାର ପାଇଁ ପରାମର୍ଶ

04 Aug 2023 By The Sakala

ଟ୍ରକକୁ ଧକ୍କା ଦେଲା ଟ୍ରକ୍, ଡ୍ରାଇଭର ଜୀବନ୍ତ ଦଗ୍ଧ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମହୁଲଡିହା ଗାଁ ନିକଟରେ ଗୋଟିଏ ଟ୍ରକକୁ ଅନ୍ୟ ଏକ ଟ୍ରକ୍ ପଛରୁ ଧକ୍କା ଦେଇଥିଲା । ଫଳରେ ପଛରୁ ଧକ୍କା ଦେଇଥିବା ଟ୍ରକଟି ଜଳିଯାଇଛି । ଘଟଣା ସ୍ଥଳରେ ଡ୍ରାଇଭର ଜଣଙ୍କର ଜୀବନ୍ତ ଦଗ୍ଧ ଘଟିଛି । ଖବର ପାଇ ପୁଲିସ ଓ ଅଗ୍ନୀଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ଜୀବନ୍ତ ଦଗ୍ଧ ଡ୍ରାଇଭରକୁ ଉଦ୍ଧାର କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର