ବାଇକକୁ ଧକ୍କା ଦେଲା ଟ୍ରଲର, ୩ ମୃତ

The Sakala Picture
Published On

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟର ଲଙ୍ଗଲକଣ୍ଟି ଗାଁ ନିକଟରେ ଏକ ଟ୍ରଲର ବାଇକକୁ ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ମସିଣାବିଲା ଗ୍ରାମର କାହ୍ନୁ ମୁଣ୍ଡା, ଭଦ୍ର ଖାଟୁଆ ଓ ସାନବରବେଡା ଗ୍ରାମର ମହେଶ୍ୱର ନାଏକ। ସୂଚନା ଅନୁଯାୟୀ, ଏହି ତିନି ଜଣ ଏକ ବାଇକ ଯୋଗେ ଢେଙ୍କିକୋଟ ବଜାରରୁ ନିଜ ଗାଁକୁ ଫେରୁଥିବା ସମୟରେ ଏକ ଟ୍ରଲର ସେମାନଙ୍କୁ ଧକ୍କା ଦେଇଥିଲା। ସମସ୍ତଙ୍କୁ ଉଦ୍ଧାର କରି ଘଟଗାଁ ଡାକ୍ତରଖାନାରେ […]

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟର ଲଙ୍ଗଲକଣ୍ଟି ଗାଁ ନିକଟରେ ଏକ ଟ୍ରଲର ବାଇକକୁ ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ମସିଣାବିଲା ଗ୍ରାମର କାହ୍ନୁ ମୁଣ୍ଡା, ଭଦ୍ର ଖାଟୁଆ ଓ ସାନବରବେଡା ଗ୍ରାମର ମହେଶ୍ୱର ନାଏକ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ସୂଚନା ଅନୁଯାୟୀ, ଏହି ତିନି ଜଣ ଏକ ବାଇକ ଯୋଗେ ଢେଙ୍କିକୋଟ ବଜାରରୁ ନିଜ ଗାଁକୁ ଫେରୁଥିବା ସମୟରେ ଏକ ଟ୍ରଲର ସେମାନଙ୍କୁ ଧକ୍କା ଦେଇଥିଲା। ସମସ୍ତଙ୍କୁ ଉଦ୍ଧାର କରି ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

07 Oct 2024 By The Sakala

ବାଇକକୁ ଧକ୍କା ଦେଲା ଟ୍ରଲର, ୩ ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟର ଲଙ୍ଗଲକଣ୍ଟି ଗାଁ ନିକଟରେ ଏକ ଟ୍ରଲର ବାଇକକୁ ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ମସିଣାବିଲା ଗ୍ରାମର କାହ୍ନୁ ମୁଣ୍ଡା, ଭଦ୍ର ଖାଟୁଆ ଓ ସାନବରବେଡା ଗ୍ରାମର ମହେଶ୍ୱର ନାଏକ।

ସୂଚନା ଅନୁଯାୟୀ, ଏହି ତିନି ଜଣ ଏକ ବାଇକ ଯୋଗେ ଢେଙ୍କିକୋଟ ବଜାରରୁ ନିଜ ଗାଁକୁ ଫେରୁଥିବା ସମୟରେ ଏକ ଟ୍ରଲର ସେମାନଙ୍କୁ ଧକ୍କା ଦେଇଥିଲା। ସମସ୍ତଙ୍କୁ ଉଦ୍ଧାର କରି ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର