ଛେଳି ଚରାଇବାକୁ ଯାଇଥିବା ବେଳେ ଅଘଟଣ: ବଜ୍ରାଘାତରେ ୨ ମୃତ

The Sakala Picture
Published On

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ବଜ୍ରାଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାନ୍ତରାପୁର ଗ୍ରାମର ହୀରାମଣି ମୁଣ୍ଡା(୬୫) ଓ ବିନତି ମୁଣ୍ଡା(୩୫) ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଆଜି ଅପରାହ୍ନ ଉଭୟ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ପ୍ରବଳ ବର୍ଷା ହୋଇଥିଲା । ଏହି ସମୟରେ ଦୁଇଜଣ ଜଙ୍ଗଲରେ ଏକ ପଥର ଖୋଲରେ ରହିଥିଲେ। ହଠାତ ବଜ୍ରାଘାତ ହେବାରୁ ଉଭୟ ଟଳିପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଘଟଗାଁ […]

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ବଜ୍ରାଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାନ୍ତରାପୁର ଗ୍ରାମର ହୀରାମଣି ମୁଣ୍ଡା(୬୫) ଓ ବିନତି ମୁଣ୍ଡା(୩୫) ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ସୂଚନା ଅନୁଯାୟୀ, ଆଜି ଅପରାହ୍ନ ଉଭୟ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ପ୍ରବଳ ବର୍ଷା ହୋଇଥିଲା । ଏହି ସମୟରେ ଦୁଇଜଣ ଜଙ୍ଗଲରେ ଏକ ପଥର ଖୋଲରେ ରହିଥିଲେ। ହଠାତ ବଜ୍ରାଘାତ ହେବାରୁ ଉଭୟ ଟଳିପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଘଟଗାଁ ମେଡିକାଲରେ ଭର୍ତି କରାଯାଇଥିଲା। ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର