ସରିଲା ଖଣ୍ଡଗିରି କୁମ୍ଭମେଳା, ନାଗା ବାବାଙ୍କ ଆର୍ଶୀବାଦ ନେବାକୁ ଲାଗିଥିଲା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

The Sakala Picture
Published On

ଭୁବନେଶ୍ବର: ସରିଲା ଖଣ୍ଡଗିରି କୁମ୍ଭମେଳା । ଦୀର୍ଘ ୯ ଧରି ହୋମ, ଯଜ୍ଞ ସହ ପୁରା ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହୋଇଥିଲା ଖଣ୍ଡଗିରି । ସାଧୁମାନେ ଧୂନି ଜାଳି ବିଶ୍ଵ ଶାନ୍ତି ପାଇଁ ଆହୁତି ଦେଉଥିଲେ । ନାଗା ଓ ଜୈନ୍ ସନ୍ଥମାନଙ୍କ ଠାରୁ ଆର୍ଶୀବାଦ ନେବାକୁ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼। ନାଗା ବାବାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବାକୁ ଖଣ୍ଡଗିରିରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଥିଲା । ଉଜ୍ଜୟିନୀ ମହାକାଲ, ହରିଦ୍ଵାର, କେଦାର ନାଥ, […]

ଭୁବନେଶ୍ବର: ସରିଲା ଖଣ୍ଡଗିରି କୁମ୍ଭମେଳା । ଦୀର୍ଘ ୯ ଧରି ହୋମ, ଯଜ୍ଞ ସହ ପୁରା ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହୋଇଥିଲା ଖଣ୍ଡଗିରି । ସାଧୁମାନେ ଧୂନି ଜାଳି ବିଶ୍ଵ ଶାନ୍ତି ପାଇଁ ଆହୁତି ଦେଉଥିଲେ । ନାଗା ଓ ଜୈନ୍ ସନ୍ଥମାନଙ୍କ ଠାରୁ ଆର୍ଶୀବାଦ ନେବାକୁ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼। ନାଗା ବାବାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବାକୁ ଖଣ୍ଡଗିରିରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଥିଲା । ଉଜ୍ଜୟିନୀ ମହାକାଲ, ହରିଦ୍ଵାର, କେଦାର ନାଥ, କାଶୀ, ମଥୁରା, ବୃନ୍ଦାବନ, ଡେରାଡୁନର ସାଧୁ ସନ୍ଥମାନେ ଏକାଠି ହୋଇଥିଲେ । ଆକର୍ଷଣ ସାଜିଥିଲେ ଶ୍ରୀଦିଗାମ୍ବର ବମବମ ପୁରୀ ମହାରାଜ, ଶ୍ରୀ ଦିଗାମ୍ବର ଫୈଜୀ ନାଗା ସ୍ବାମୀ, ଷ୍ଟାଣ୍ଡିଙ୍ଗ ବାବା, ରୁଦ୍ରାକ୍ଷ ବାବା। ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ସର୍ବଭାରତୀୟ ସାଧୁସନ୍ଥ ସଂଗଠନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

24 Feb 2024 By The Sakala

ସରିଲା ଖଣ୍ଡଗିରି କୁମ୍ଭମେଳା, ନାଗା ବାବାଙ୍କ ଆର୍ଶୀବାଦ ନେବାକୁ ଲାଗିଥିଲା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଭୁବନେଶ୍ବର: ସରିଲା ଖଣ୍ଡଗିରି କୁମ୍ଭମେଳା । ଦୀର୍ଘ ୯ ଧରି ହୋମ, ଯଜ୍ଞ ସହ ପୁରା ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହୋଇଥିଲା ଖଣ୍ଡଗିରି । ସାଧୁମାନେ ଧୂନି ଜାଳି ବିଶ୍ଵ ଶାନ୍ତି ପାଇଁ ଆହୁତି ଦେଉଥିଲେ । ନାଗା ଓ ଜୈନ୍ ସନ୍ଥମାନଙ୍କ ଠାରୁ ଆର୍ଶୀବାଦ ନେବାକୁ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼। ନାଗା ବାବାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବାକୁ ଖଣ୍ଡଗିରିରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଥିଲା । ଉଜ୍ଜୟିନୀ ମହାକାଲ, ହରିଦ୍ଵାର, କେଦାର ନାଥ, କାଶୀ, ମଥୁରା, ବୃନ୍ଦାବନ, ଡେରାଡୁନର ସାଧୁ ସନ୍ଥମାନେ ଏକାଠି ହୋଇଥିଲେ । ଆକର୍ଷଣ ସାଜିଥିଲେ ଶ୍ରୀଦିଗାମ୍ବର ବମବମ ପୁରୀ ମହାରାଜ, ଶ୍ରୀ ଦିଗାମ୍ବର ଫୈଜୀ ନାଗା ସ୍ବାମୀ, ଷ୍ଟାଣ୍ଡିଙ୍ଗ ବାବା, ରୁଦ୍ରାକ୍ଷ ବାବା। ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ସର୍ବଭାରତୀୟ ସାଧୁସନ୍ଥ ସଂଗଠନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର