କଂଗ୍ରେସ ଛାଡିଲେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ

The Sakala Picture
Published On

ଭୁବନେଶ୍ୱର: ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଠାଇଛନ୍ତି । ତେବେ ଦଳ ଛାଡ଼ିବାର କାରଣ ଉଲ୍ଲେଖ କରିନାହାନ୍ତି । ବରଂ ଦୀର୍ଘ ୨୫ ବର୍ଷ କାଳ କଂଗ୍ରେସରେ ରହି ଜନସାଧାରଣଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର