ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ମହିଳାଙ୍କ ଜୀବନ

The Sakala Picture
Published On

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ବଡପୋଖରିଆ ପାଇକ ସାହିରେ ଗାଧୋଇ ଯିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳଙ୍କ ନାମ ପ୍ରମିଳା ପଲେଇ । ବୟସ ୬୮ ବର୍ଷ। ସୂଚନା ଅନୁଯାୟୀ, ମହିଳା ଜଣକ ପ୍ରତିଦିନ ଭଳି ଆଜି ସକାଳୁ ପୋଖରୀକୁ ଗାଧେଇ ଯିବାବେଳେ ମହିଳା ଜଣକ ଖୋଲାରେ ପଡ଼ିଥିବା ବିଦୁତ୍ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ମହିଳା ଜଣଙ୍କ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକ […]

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ବଡପୋଖରିଆ ପାଇକ ସାହିରେ ଗାଧୋଇ ଯିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳଙ୍କ ନାମ ପ୍ରମିଳା ପଲେଇ । ବୟସ ୬୮ ବର୍ଷ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସୂଚନା ଅନୁଯାୟୀ, ମହିଳା ଜଣକ ପ୍ରତିଦିନ ଭଳି ଆଜି ସକାଳୁ ପୋଖରୀକୁ ଗାଧେଇ ଯିବାବେଳେ ମହିଳା ଜଣକ ଖୋଲାରେ ପଡ଼ିଥିବା ବିଦୁତ୍ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ମହିଳା ଜଣଙ୍କ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକ ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡ଼ିକାଲରେ ଭର୍ତ୍ତି କରିଥଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

07 Apr 2025 By The Sakala

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ମହିଳାଙ୍କ ଜୀବନ

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ବଡପୋଖରିଆ ପାଇକ ସାହିରେ ଗାଧୋଇ ଯିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳଙ୍କ ନାମ ପ୍ରମିଳା ପଲେଇ । ବୟସ ୬୮ ବର୍ଷ।

ସୂଚନା ଅନୁଯାୟୀ, ମହିଳା ଜଣକ ପ୍ରତିଦିନ ଭଳି ଆଜି ସକାଳୁ ପୋଖରୀକୁ ଗାଧେଇ ଯିବାବେଳେ ମହିଳା ଜଣକ ଖୋଲାରେ ପଡ଼ିଥିବା ବିଦୁତ୍ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ମହିଳା ଜଣଙ୍କ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକ ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡ଼ିକାଲରେ ଭର୍ତ୍ତି କରିଥଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର