ଆୟ ବହିଭୂର୍ତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଆୟ ବହିଭୂର୍ତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ। ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ସକାଳୁ ଚଢ଼ାଉ କରାଯାଉଛି। ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ ଏକକାଳୀନ ୬ଟି ସ୍ଥାନରେ କରାଯାଉଛି। କଟକ ସିଡିଏ ସେକ୍ଟର-୭ରେ ଥିବା ୩ମହଲା ଘର, ସାଲେପୁର ଚମ୍ପତିପାଟଣାରେ ଥିବା ଘର, ଜଟଣୀ କଣ୍ଟିଲୋରେ ଥିବା ସୃଷ୍ଟି ପ୍ଲାଜାରେ ରେଡ୍ କରାଯାଇଛି । ସେହିପରି ଜଗତସିଂହପୁର କୁଜଙ୍ଗରେ ଥିବା ସମ୍ପର୍କୀୟଙ୍କ […]

ଭୁବନେଶ୍ବର: ଆୟ ବହିଭୂର୍ତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ। ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ସକାଳୁ ଚଢ଼ାଉ କରାଯାଉଛି। ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ ଏକକାଳୀନ ୬ଟି ସ୍ଥାନରେ କରାଯାଉଛି। କଟକ ସିଡିଏ ସେକ୍ଟର-୭ରେ ଥିବା ୩ମହଲା ଘର, ସାଲେପୁର ଚମ୍ପତିପାଟଣାରେ ଥିବା ଘର, ଜଟଣୀ କଣ୍ଟିଲୋରେ ଥିବା ସୃଷ୍ଟି ପ୍ଲାଜାରେ ରେଡ୍ କରାଯାଇଛି । ସେହିପରି ଜଗତସିଂହପୁର କୁଜଙ୍ଗରେ ଥିବା ସମ୍ପର୍କୀୟଙ୍କ ଘର, ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟରେ ଚଢାଉ ହୋଇଛି । ଭିଜିଲାନ୍ସର ୩ଜଣ ଡିଏସପିଙ୍କ ନେତୃତ୍ୱରେ ଚଢାଉ ଜାରି ରହିଛି । ଏଥିରେ ୧୧ ଜଣ ଇନ୍ସପେକ୍ଟର , ୨ ଜଣ ସବ-ଇନ୍ସପେକ୍ଟର ସାମିଲ ଅଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

10 Oct 2022 By The Sakala

ଆୟ ବହିଭୂର୍ତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ବର: ଆୟ ବହିଭୂର୍ତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ। ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ସକାଳୁ ଚଢ଼ାଉ କରାଯାଉଛି। ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ ଏକକାଳୀନ ୬ଟି ସ୍ଥାନରେ କରାଯାଉଛି। କଟକ ସିଡିଏ ସେକ୍ଟର-୭ରେ ଥିବା ୩ମହଲା ଘର, ସାଲେପୁର ଚମ୍ପତିପାଟଣାରେ ଥିବା ଘର, ଜଟଣୀ କଣ୍ଟିଲୋରେ ଥିବା ସୃଷ୍ଟି ପ୍ଲାଜାରେ ରେଡ୍ କରାଯାଇଛି । ସେହିପରି ଜଗତସିଂହପୁର କୁଜଙ୍ଗରେ ଥିବା ସମ୍ପର୍କୀୟଙ୍କ ଘର, ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟରେ ଚଢାଉ ହୋଇଛି । ଭିଜିଲାନ୍ସର ୩ଜଣ ଡିଏସପିଙ୍କ ନେତୃତ୍ୱରେ ଚଢାଉ ଜାରି ରହିଛି । ଏଥିରେ ୧୧ ଜଣ ଇନ୍ସପେକ୍ଟର , ୨ ଜଣ ସବ-ଇନ୍ସପେକ୍ଟର ସାମିଲ ଅଛନ୍ତି ।

https://www.thesakala.in/latest-odisha-news/khordha/assistant-officer-in-vigilance-net/article-15591
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର