ଜମିଜମା ବିବାଦକୁ ନେଇ ବ୍ୟବସାୟୀଙ୍କ ଭାଇଙ୍କୁ ବୋମାମାଡ଼, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ କନ୍ତିଆରେ ଅଭାବନୀୟ ଘଟଣା ଘଟିଛି। ଜମିଜମା ବିବାଦକୁ କେନ୍ଦ୍ର କରି ଜଣେ ବ୍ୟବସାୟୀ ଭାଇଙ୍କ ଉପରକୁ ବୋମାମାଡ଼ ହୋଇଛି । ବୋମାମାଡରେ ବ୍ୟବସାୟୀ ରଚିତ୍ରାନନ୍ଦ ସାମନ୍ତରାୟ ଆହତ ହୋଇଛନ୍ତି। ରଚିତ୍ରାଙ୍କ ଗୋଡ଼ ଉପରକୁ ବୋମା ମାଡ଼ ହୋଇଛି । ତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରଚିତ୍ରାଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି । ବ୍ୟବସାୟୀ ଭାଲୁ ସାମନ୍ତରାୟଙ୍କ […]

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ କନ୍ତିଆରେ ଅଭାବନୀୟ ଘଟଣା ଘଟିଛି। ଜମିଜମା ବିବାଦକୁ କେନ୍ଦ୍ର କରି ଜଣେ ବ୍ୟବସାୟୀ ଭାଇଙ୍କ ଉପରକୁ ବୋମାମାଡ଼ ହୋଇଛି । ବୋମାମାଡରେ ବ୍ୟବସାୟୀ ରଚିତ୍ରାନନ୍ଦ ସାମନ୍ତରାୟ ଆହତ ହୋଇଛନ୍ତି। ରଚିତ୍ରାଙ୍କ ଗୋଡ଼ ଉପରକୁ ବୋମା ମାଡ଼ ହୋଇଛି । ତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରଚିତ୍ରାଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ବ୍ୟବସାୟୀ ଭାଲୁ ସାମନ୍ତରାୟଙ୍କ ସାନଭାଇ ହେଉଛନ୍ତି ରଚିତ୍ରାନନ୍ଦ । ଲଗାତର ୩ରୁ ଅଧିକ ବୋମାମାଡ଼ ହୋଇଥିବା ବେଳେ, ଏକାଧିକ ଅଫୁଟା ବୋମା ଜବତ କରିଛି ପୁଲିସ । ତେବେ ଏହି ଘଟଣାରେ ପୁଲିସ ୩ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି । ଦୁର୍ବୃତ୍ତ ବୋମା ଧରି ଗାଁରେ ଧମକାଉଥିଲେ । ଘଟଣାକୁ ନେଇ ଗାଁରେ ଭୟର ବାତାବରଣ ଦେଖାଦେଇଛି ।

ଆହୁରି ପଢ଼ନ୍ତୁ: ପାନୀୟ ଜଳ ଯୋଗାଣକୁ ନେଇ ଗୃହରେ ହଙ୍ଗାମା, ଶାସକ-ବିରୋଧୀ ମୁହାଁମୁହିଁ

04 Feb 2023 By The Sakala

ଜମିଜମା ବିବାଦକୁ ନେଇ ବ୍ୟବସାୟୀଙ୍କ ଭାଇଙ୍କୁ ବୋମାମାଡ଼, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ କନ୍ତିଆରେ ଅଭାବନୀୟ ଘଟଣା ଘଟିଛି। ଜମିଜମା ବିବାଦକୁ କେନ୍ଦ୍ର କରି ଜଣେ ବ୍ୟବସାୟୀ ଭାଇଙ୍କ ଉପରକୁ ବୋମାମାଡ଼ ହୋଇଛି । ବୋମାମାଡରେ ବ୍ୟବସାୟୀ ରଚିତ୍ରାନନ୍ଦ ସାମନ୍ତରାୟ ଆହତ ହୋଇଛନ୍ତି। ରଚିତ୍ରାଙ୍କ ଗୋଡ଼ ଉପରକୁ ବୋମା ମାଡ଼ ହୋଇଛି । ତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରଚିତ୍ରାଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି ।

ବ୍ୟବସାୟୀ ଭାଲୁ ସାମନ୍ତରାୟଙ୍କ ସାନଭାଇ ହେଉଛନ୍ତି ରଚିତ୍ରାନନ୍ଦ । ଲଗାତର ୩ରୁ ଅଧିକ ବୋମାମାଡ଼ ହୋଇଥିବା ବେଳେ, ଏକାଧିକ ଅଫୁଟା ବୋମା ଜବତ କରିଛି ପୁଲିସ । ତେବେ ଏହି ଘଟଣାରେ ପୁଲିସ ୩ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି । ଦୁର୍ବୃତ୍ତ ବୋମା ଧରି ଗାଁରେ ଧମକାଉଥିଲେ । ଘଟଣାକୁ ନେଇ ଗାଁରେ ଭୟର ବାତାବରଣ ଦେଖାଦେଇଛି ।

https://www.thesakala.in/latest-odisha-news/khordha/bomb-blast-in-jatani-one-seriously-injured/article-18668
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର