ଭିଜିଲାନ୍ସ ଜାଲରେ ବାଲୁଗାଁ ଅବକାରୀ ବିଭାଗର ASI

The Sakala Picture
Published On

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ଚଢ଼ାଉ। ବାଲୁଗାଁ ସର୍କଲ ଅବକାରୀ ASI ସୁଦୀପ୍ତ ଦାସଙ୍କ ବିରୋଧରେ ଥିଲା ଅଭିଯୋଗ। ୪ DSPଙ୍କ ନେତୃତ୍ୱରେ ୬ ଇନ୍ସପେକ୍ଟର କରିଛନ୍ତି ଚଢ଼ାଉ । ଏକାକାଳୀନ ୪ଟି ସ୍ଥାନରେ ଚଢ଼ାଉ ହେଉଥିବା ନେଇ ସୂଚନା । ନୟାଗଡ଼ ସ୍ଥିତ ପୈତୃକ ଘର, ନୟାଗଡ଼ ସ୍ଥିତ ଭଡା ଘରେ ଛାପା। ବାଲୁଗାଁରେ ଥିବା ଘର ଓ ଅଫିସ ପରିସରରେ ଛାପା ମାରୁଛି ଟିମ । ବାବୁଙ୍କ ବିରୋଧରେ ପଡିଥିଲା ଏକାଧିକ ପିଟିସନ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

07 Sep 2023 By The Sakala

ଭିଜିଲାନ୍ସ ଜାଲରେ ବାଲୁଗାଁ ଅବକାରୀ ବିଭାଗର ASI

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ଚଢ଼ାଉ। ବାଲୁଗାଁ ସର୍କଲ ଅବକାରୀ ASI ସୁଦୀପ୍ତ ଦାସଙ୍କ ବିରୋଧରେ ଥିଲା ଅଭିଯୋଗ। ୪ DSPଙ୍କ ନେତୃତ୍ୱରେ ୬ ଇନ୍ସପେକ୍ଟର କରିଛନ୍ତି ଚଢ଼ାଉ । ଏକାକାଳୀନ ୪ଟି ସ୍ଥାନରେ ଚଢ଼ାଉ ହେଉଥିବା ନେଇ ସୂଚନା । ନୟାଗଡ଼ ସ୍ଥିତ ପୈତୃକ ଘର, ନୟାଗଡ଼ ସ୍ଥିତ ଭଡା ଘରେ ଛାପା। ବାଲୁଗାଁରେ ଥିବା ଘର ଓ ଅଫିସ ପରିସରରେ ଛାପା ମାରୁଛି ଟିମ । ବାବୁଙ୍କ ବିରୋଧରେ ପଡିଥିଲା ଏକାଧିକ ପିଟିସନ ।

https://www.thesakala.in/latest-odisha-news/khordha/excise-department-asi-in-vigilance-net/article-25194
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର