ଏସଟିଏଫ କବଜାରେ ବ୍ରାଉନସୁଗର ବେପାରୀ, ୨୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ବ୍ରାଉନସୁଗର ଜବତ

The Sakala Picture
Published On

ଭୁବନେଶ୍ବର: ଏସଟିଏଫ କବଜାରେ ବ୍ରାଉନସୁଗର ବେପାରୀ । ଖୋର୍ଦ୍ଧା ତାରତୁଆ ଅଞ୍ଚଳରୁ ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି ଏସଟିଏଫ । ଗିରଫ ବେପାରୀ ଜଣଙ୍କ ହେଲେ ପ୍ରମୋଦ ପଣ୍ଡା । ତାଙ୍କ ପାଖରୁ ୨୫୩ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଜବତ ବ୍ରାଉନ ସୁଗାରର ଆନୁମାନିକ ମୁଲ୍ୟ ୨୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି ।

24 Nov 2021 By The Sakala

ଏସଟିଏଫ କବଜାରେ ବ୍ରାଉନସୁଗର ବେପାରୀ, ୨୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ବ୍ରାଉନସୁଗର ଜବତ

ଭୁବନେଶ୍ବର: ଏସଟିଏଫ କବଜାରେ ବ୍ରାଉନସୁଗର ବେପାରୀ । ଖୋର୍ଦ୍ଧା ତାରତୁଆ ଅଞ୍ଚଳରୁ ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି ଏସଟିଏଫ । ଗିରଫ ବେପାରୀ ଜଣଙ୍କ ହେଲେ ପ୍ରମୋଦ ପଣ୍ଡା । ତାଙ୍କ ପାଖରୁ ୨୫୩ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଜବତ ବ୍ରାଉନ ସୁଗାରର ଆନୁମାନିକ ମୁଲ୍ୟ ୨୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର