ବାଲିଅନ୍ତା କୁଆଖାଇ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଧିନ କୁଆଖାଇ ନଦୀରୁ ଅଜଣା ମୃତ ଦେହ ଉଦ୍ଧାର। ଆଜି ପୂର୍ବାହ୍ନରେ ସ୍ଥାନୀୟ ଲୋକ ନଦୀକୁ ଯାଇଥିବା ବେଳେ ମୃତ ଦେହ ଭାସୁଥିବା ଦେଖିଥିଲେ। ଖବର ପାଇ ବାଲିଅନ୍ତା ଅଗ୍ନିଶମ ବାହିନୀ ପହଞ୍ଚି ମୃତ ଦେହ ଉଦ୍ଧାର କରିଛନ୍ତି। ବାଲିଅନ୍ତା ପୋଲିସ ପହଞ୍ଚି ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ […]
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଧିନ କୁଆଖାଇ ନଦୀରୁ ଅଜଣା ମୃତ ଦେହ ଉଦ୍ଧାର। ଆଜି ପୂର୍ବାହ୍ନରେ ସ୍ଥାନୀୟ ଲୋକ ନଦୀକୁ ଯାଇଥିବା ବେଳେ ମୃତ ଦେହ ଭାସୁଥିବା ଦେଖିଥିଲେ। ଖବର ପାଇ ବାଲିଅନ୍ତା ଅଗ୍ନିଶମ ବାହିନୀ ପହଞ୍ଚି ମୃତ ଦେହ ଉଦ୍ଧାର କରିଛନ୍ତି। ବାଲିଅନ୍ତା ପୋଲିସ ପହଞ୍ଚି ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ବାଲିଅନ୍ତା ପୋଲିସ।