କାର୍- ବୋଲେରୋ ମୁହାଁମୁହିଁ ଧକ୍କା: ୨ମୃତ, ୭ ଗୁରୁତର

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ରାମେଶ୍ୱର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ସହ ବୋଲେରୋ ମୁହାଁ ମୁହିଁ ଧକ୍କା  ହୋଇଛି। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ସ୍ଥାନୀୟଲୋକଙ୍କ ସହାୟତାରେ ଉଦ୍ଧାର କରି ଖୋର୍ଦ୍ଧା ଜିଲ୍ଲା ସଦର୍ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ସମସ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।  […]

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ରାମେଶ୍ୱର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ସହ ବୋଲେରୋ ମୁହାଁ ମୁହିଁ ଧକ୍କା  ହୋଇଛି। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ସ୍ଥାନୀୟଲୋକଙ୍କ ସହାୟତାରେ ଉଦ୍ଧାର କରି ଖୋର୍ଦ୍ଧା ଜିଲ୍ଲା ସଦର୍ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ସମସ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।  ତେବେ ଦୁର୍ଘଟଣା କେଉଁ କାରଣ ପାଇଁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ । ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

11 Jul 2022 By The Sakala

କାର୍- ବୋଲେରୋ ମୁହାଁମୁହିଁ ଧକ୍କା: ୨ମୃତ, ୭ ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ରାମେଶ୍ୱର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ସହ ବୋଲେରୋ ମୁହାଁ ମୁହିଁ ଧକ୍କା  ହୋଇଛି। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ସ୍ଥାନୀୟଲୋକଙ୍କ ସହାୟତାରେ ଉଦ୍ଧାର କରି ଖୋର୍ଦ୍ଧା ଜିଲ୍ଲା ସଦର୍ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ସମସ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।  ତେବେ ଦୁର୍ଘଟଣା କେଉଁ କାରଣ ପାଇଁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ । ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର