ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

The Sakala Picture
Published On

ଭୁବନେଶ୍ୱର: ଗତକାଲି ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କର ପରଲୋକ ଘଟିଛି। ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ […]

ଭୁବନେଶ୍ୱର: ଗତକାଲି ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କର ପରଲୋକ ଘଟିଛି। ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣା ରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

20 Aug 2021 By The Sakala

ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର: ଗତକାଲି ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କର ପରଲୋକ ଘଟିଛି। ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣା ରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp