ମନୋରଞ୍ଜନ
ଓଡ଼ିଶା
ଜମିବାଡ଼ି ବିବାଦରୁ ଦାଦାପୁଅ ଭାଇକୁ ଠେଙ୍ଗାରେ ପିଟି ହତ୍ୟା ଅଭିଯୋଗ
ଖୋର୍ଦ୍ଧା: ଜମିବାଡ଼ି ବିବାଦରୁ ଦାଦାପୁଅ ଭାଇକୁ ଠେଙ୍ଗାରେ ପିଟି ହତ୍ୟା । ନିରାକାରପୁର ନୂଆଗଡ଼ ପଞ୍ଚାୟତ ହରିପୁର ଗାଁରେ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚାରୁ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ପ୍ରାଥମିକ ତଦନ୍ତରୁ ପୁର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଘଟଣା ପରେ ହତ୍ୟା ଅଭିଯୁକ୍ତ ବଡ଼ବାପା ପୁଅ ଫେରାର ହୋଇଯାଇଛି।

10 Apr 2023
By The Sakala

⊕ https://www.thesakala.in/latest-odisha-news/khordha/death-due-to-land-dispute/article-20622