ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ଚଢ଼ାଉ। ବାଲୁଗାଁ ସର୍କଲ ଅବକାରୀ ASI ସୁଦୀପ୍ତ ଦାସଙ୍କ ବିରୋଧରେ ଥିଲା ଅଭିଯୋଗ। ୪ DSPଙ୍କ ନେତୃତ୍ୱରେ ୬ ଇନ୍ସପେକ୍ଟର କରିଛନ୍ତି ଚଢ଼ାଉ । ଏକାକାଳୀନ ୪ଟି ସ୍ଥାନରେ ଚଢ଼ାଉ ହେଉଥିବା ନେଇ ସୂଚନା । ନୟାଗଡ଼ ସ୍ଥିତ ପୈତୃକ ଘର, ନୟାଗଡ଼ ସ୍ଥିତ ଭଡା ଘରେ ଛାପା। ବାଲୁଗାଁରେ ଥିବା ଘର ଓ ଅଫିସ ପରିସରରେ ଛାପା ମାରୁଛି ଟିମ । ବାବୁଙ୍କ ବିରୋଧରେ ପଡିଥିଲା ଏକାଧିକ ପିଟିସନ ।
ଭିଜିଲାନ୍ସ ଜାଲରେ ବାଲୁଗାଁ ଅବକାରୀ ବିଭାଗର ASI