ଜିଲ୍ଲା ପରିଷଦଙ୍କ କାରରେ ନିଆଁ ଲଗାଇଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

The Sakala Picture
Published On

ଖୋର୍ଦ୍ଧା: ଗତକାଲି ବିଳମ୍ବିତ ରାତିରେ ନିରାକରପୁର ଥାନା ଅନ୍ତର୍ଗତ ବଡ ପୋଖରିଆରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କିଛି ଦିନର ନୀରବତା ପରେ ପୁଣି ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ ପୋଖରିଆରେ ପୁଣି ହିଂସା ଦେଖାଯାଇଛି। ଜିଲ୍ଲା ପରିଷଦ ସଭ୍ୟାଙ୍କ କାରକୁ ଦୃର୍ବୃତ୍ତମାନେ ନିଆଁ ଲଗାଇ ଜାଳି ଦେଇଥିବା ଜଣା ଯାଇଛି। ସୂଚନା ଅନୁଯାୟୀ, ବିଳମ୍ବିତ ରାତ୍ରିରେ ବଡ ପୋଖରିଆ ଗ୍ରାମ ପଞ୍ଚାୟତ କାର୍ୟ୍ୟାଳୟ ପରିସରରେ ରଖା ଯାଇଥିବା ୯ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା […]

ଖୋର୍ଦ୍ଧା: ଗତକାଲି ବିଳମ୍ବିତ ରାତିରେ ନିରାକରପୁର ଥାନା ଅନ୍ତର୍ଗତ ବଡ ପୋଖରିଆରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କିଛି ଦିନର ନୀରବତା ପରେ ପୁଣି ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ ପୋଖରିଆରେ ପୁଣି ହିଂସା ଦେଖାଯାଇଛି। ଜିଲ୍ଲା ପରିଷଦ ସଭ୍ୟାଙ୍କ କାରକୁ ଦୃର୍ବୃତ୍ତମାନେ ନିଆଁ ଲଗାଇ ଜାଳି ଦେଇଥିବା ଜଣା ଯାଇଛି।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

ସୂଚନା ଅନୁଯାୟୀ, ବିଳମ୍ବିତ ରାତ୍ରିରେ ବଡ ପୋଖରିଆ ଗ୍ରାମ ପଞ୍ଚାୟତ କାର୍ୟ୍ୟାଳୟ ପରିସରରେ ରଖା ଯାଇଥିବା ୯ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ମୀତାଂଜଳୀ ବଳିୟାରସିଂହଙ୍କର କାର୍ ରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଜଣାଯାଇଛି। ଘଟଣାସ୍ଥଳରେ ପହଞ୍ଚି ଟାଙ୍ଗୀ ଅଗ୍ନୀଶମ ବାହିନୀ ନିଆଁକୁ ଆୟତ କରିଥିବା ବେଳେ ରିପୋର୍ଟ ଲେଖା ହେବା ଯାଇଁ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ ସୂତ୍ରରୁ ଜଣାଯାଇଛି ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର