ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ…

The Sakala Picture
Published On

ଅନୁଗୁଳ: ଘର ଭିତରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୁଳ ଅତିରିକ୍ତ ଜିଲ୍ଲା ଜଜ (ଫାଷ୍ଟଟ୍ରାକ ) । ୨୦୨୦ ମସିହା ଅଗଷ୍ଟ ୭ ତାରିଖରେ ଅଭିଯୁକ୍ତ ରୁଦ୍ର ନାରାୟଣ ଭୁତିଆ ଘରେ ଶୋଇଥିବା ବେଳେ ଜଣେ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅଞ୍ଚଳର ଏଭଳି ଅଭାବନୀୟ ଘଟଣା ଘଟିଥିଲା। ୧୨ ଜଣ ସାକ୍ଷୀ ଓ ପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ […]

ଅନୁଗୁଳ: ଘର ଭିତରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୁଳ ଅତିରିକ୍ତ ଜିଲ୍ଲା ଜଜ (ଫାଷ୍ଟଟ୍ରାକ ) । ୨୦୨୦ ମସିହା ଅଗଷ୍ଟ ୭ ତାରିଖରେ ଅଭିଯୁକ୍ତ ରୁଦ୍ର ନାରାୟଣ ଭୁତିଆ ଘରେ ଶୋଇଥିବା ବେଳେ ଜଣେ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅଞ୍ଚଳର ଏଭଳି ଅଭାବନୀୟ ଘଟଣା ଘଟିଥିଲା। ୧୨ ଜଣ ସାକ୍ଷୀ ଓ ପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

13 Nov 2024 By The Sakala

ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ…

ଅନୁଗୁଳ: ଘର ଭିତରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୁଳ ଅତିରିକ୍ତ ଜିଲ୍ଲା ଜଜ (ଫାଷ୍ଟଟ୍ରାକ ) । ୨୦୨୦ ମସିହା ଅଗଷ୍ଟ ୭ ତାରିଖରେ ଅଭିଯୁକ୍ତ ରୁଦ୍ର ନାରାୟଣ ଭୁତିଆ ଘରେ ଶୋଇଥିବା ବେଳେ ଜଣେ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅଞ୍ଚଳର ଏଭଳି ଅଭାବନୀୟ ଘଟଣା ଘଟିଥିଲା। ୧୨ ଜଣ ସାକ୍ଷୀ ଓ ପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର