ଅନୁଗୁଳ: ଘର ଭିତରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୁଳ ଅତିରିକ୍ତ ଜିଲ୍ଲା ଜଜ (ଫାଷ୍ଟଟ୍ରାକ ) । ୨୦୨୦ ମସିହା ଅଗଷ୍ଟ ୭ ତାରିଖରେ ଅଭିଯୁକ୍ତ ରୁଦ୍ର ନାରାୟଣ ଭୁତିଆ ଘରେ ଶୋଇଥିବା ବେଳେ ଜଣେ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅଞ୍ଚଳର ଏଭଳି ଅଭାବନୀୟ ଘଟଣା ଘଟିଥିଲା। ୧୨ ଜଣ ସାକ୍ଷୀ ଓ ପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।
ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ…
ଅନୁଗୁଳ: ଘର ଭିତରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୁଳ ଅତିରିକ୍ତ ଜିଲ୍ଲା ଜଜ (ଫାଷ୍ଟଟ୍ରାକ ) । ୨୦୨୦ ମସିହା ଅଗଷ୍ଟ ୭ ତାରିଖରେ ଅଭିଯୁକ୍ତ ରୁଦ୍ର ନାରାୟଣ ଭୁତିଆ ଘରେ ଶୋଇଥିବା ବେଳେ ଜଣେ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅଞ୍ଚଳର ଏଭଳି ଅଭାବନୀୟ ଘଟଣା ଘଟିଥିଲା। ୧୨ ଜଣ ସାକ୍ଷୀ ଓ ପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ […]