ନଦୀରେ ଡଙ୍ଗାବୁଡ଼ି ୫ ନିଖୋଜ, ଭାସୁଥିବା ଅବସ୍ଥାରେ ଠାବ ହେଲା ଜଣଙ୍କ ମୃତଦେହ

The Sakala Picture
Published On

କୋରାପୁଟ: କୋରାପୁଟ ଜିଲ୍ଲା ପାଡୁଆ ଥାନା ଅନ୍ତର୍ଗତ କୁଲାସିଂ ପଞ୍ଚାୟତ ତାନସିଂ ନଦୀରେ ଡଙ୍ଗାବୁଡି ୫ ଜଣ ନିଖୋଜ ହୋଇ ଯାଇଛନ୍ତି । ତେବେ ଜଣଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଠାବ ହୋଇଛି। ଖବର ପାଇ ଘଟଣାସ୍ଥଳକୁ ପୁଲିସ , ଅଗ୍ନିଶମବାହିନୀ, ଓଡ୍ରାଫ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଅନ୍ୟ ୪ ଜଣଙ୍କୁ ଖୋଜାଖୋଜି ଜାରି ରହିିଛି। ଠାବ ହୋଇଥିବା ମୃତକଙ୍କ ନାମ ଲାଲ୍‌ମଣି ସୀମା ବୋଲି ଜଣାପଡ଼ିଛି।    

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ଆହୁରି ପଢ଼ନ୍ତୁ: ସରକାରୀ ଅଫିସରଙ୍କୁ ତାଗିଦ୍‌: ରାଜ୍ୟ ବାହାରକୁ ଗସ୍ତ କରୁଥିବା ଅଧିକାରୀଙ୍କ ପାଇଁ ୨୧ ଦିନ ପୂର୍ବରୁ ନୋଟିସ୍ ବାଧ୍ୟତାମୂଳକ

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

28 Dec 2023 By The Sakala

ନଦୀରେ ଡଙ୍ଗାବୁଡ଼ି ୫ ନିଖୋଜ, ଭାସୁଥିବା ଅବସ୍ଥାରେ ଠାବ ହେଲା ଜଣଙ୍କ ମୃତଦେହ

କୋରାପୁଟ: କୋରାପୁଟ ଜିଲ୍ଲା ପାଡୁଆ ଥାନା ଅନ୍ତର୍ଗତ କୁଲାସିଂ ପଞ୍ଚାୟତ ତାନସିଂ ନଦୀରେ ଡଙ୍ଗାବୁଡି ୫ ଜଣ ନିଖୋଜ ହୋଇ ଯାଇଛନ୍ତି । ତେବେ ଜଣଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଠାବ ହୋଇଛି। ଖବର ପାଇ ଘଟଣାସ୍ଥଳକୁ ପୁଲିସ , ଅଗ୍ନିଶମବାହିନୀ, ଓଡ୍ରାଫ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଅନ୍ୟ ୪ ଜଣଙ୍କୁ ଖୋଜାଖୋଜି ଜାରି ରହିିଛି। ଠାବ ହୋଇଥିବା ମୃତକଙ୍କ ନାମ ଲାଲ୍‌ମଣି ସୀମା ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର