ସାମାନ୍ୟ ବଚସାରୁ ଡବଲ ମର୍ଡର

The Sakala Picture
Published On

କୋରାପୁଟ: କୋରାପୁଟ ଜିଲ୍ଲା ଦାମନଯୋଡି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଯାଇଛି। ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ ଘଟିଛି। ସଂଘବଦ୍ଧ ଆକ୍ରମଣରେ ସିନ୍ଧିପାର ଗାଁର ୨ ଯୁବକ ମୃତ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର  ହୋଛନ୍ତି। ମୃତକ ହେଲେ ଦେବେନ୍ଦ୍ର ଜାନୀ ଓ ପୂର୍ଣ୍ଣ ନାୟକ। ଗୁରୁତରଙ୍କୁ ଘଟଣା ସ୍ଥାନରୁ ଉଦ୍ଧାର କରାଯାଇ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି । ଖବର ପାଇ ଦାମନଜୋଡି ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଚଇତି […]

କୋରାପୁଟ: କୋରାପୁଟ ଜିଲ୍ଲା ଦାମନଯୋଡି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଯାଇଛି। ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ ଘଟିଛି। ସଂଘବଦ୍ଧ ଆକ୍ରମଣରେ ସିନ୍ଧିପାର ଗାଁର ୨ ଯୁବକ ମୃତ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର  ହୋଛନ୍ତି। ମୃତକ ହେଲେ ଦେବେନ୍ଦ୍ର ଜାନୀ ଓ ପୂର୍ଣ୍ଣ ନାୟକ। ଗୁରୁତରଙ୍କୁ ଘଟଣା ସ୍ଥାନରୁ ଉଦ୍ଧାର କରାଯାଇ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି । ଖବର ପାଇ ଦାମନଜୋଡି ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ସୂଚନା ଅନୁଯାୟୀ, ଚଇତି ପରବ ବେଣ୍ଟ ପରେ ୨ଟି ଗ୍ରାମର କିଛି ଯୁବକଙ୍କ ମଧ୍ୟରେ ଯୁକ୍ତି ତର୍କ ଘଟିଥିଲା । ସିନ୍ଧିପାର ଗାଁରେ ଲୋକେ ଉତ୍ସବ ପାଳୁଥିବା ବେଳେ ଝଡିଗୁଡା ଗାଁର ଯୁବକଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା। ସିନ୍ଧିପାର ଗାଁ ଲୋକଙ୍କ ଆକ୍ରମଣରେ ଝଡିଗୁଡା ଗାଁର ଦେବେନ୍ଦ୍ର ଜାନୀ ଓ ପୂର୍ଣ୍ଣ ନାୟକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିିଥିଲା।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

22 Apr 2022 By The Sakala

ସାମାନ୍ୟ ବଚସାରୁ ଡବଲ ମର୍ଡର

କୋରାପୁଟ: କୋରାପୁଟ ଜିଲ୍ଲା ଦାମନଯୋଡି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଯାଇଛି। ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ ଘଟିଛି। ସଂଘବଦ୍ଧ ଆକ୍ରମଣରେ ସିନ୍ଧିପାର ଗାଁର ୨ ଯୁବକ ମୃତ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର  ହୋଛନ୍ତି। ମୃତକ ହେଲେ ଦେବେନ୍ଦ୍ର ଜାନୀ ଓ ପୂର୍ଣ୍ଣ ନାୟକ। ଗୁରୁତରଙ୍କୁ ଘଟଣା ସ୍ଥାନରୁ ଉଦ୍ଧାର କରାଯାଇ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି । ଖବର ପାଇ ଦାମନଜୋଡି ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ, ଚଇତି ପରବ ବେଣ୍ଟ ପରେ ୨ଟି ଗ୍ରାମର କିଛି ଯୁବକଙ୍କ ମଧ୍ୟରେ ଯୁକ୍ତି ତର୍କ ଘଟିଥିଲା । ସିନ୍ଧିପାର ଗାଁରେ ଲୋକେ ଉତ୍ସବ ପାଳୁଥିବା ବେଳେ ଝଡିଗୁଡା ଗାଁର ଯୁବକଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା। ସିନ୍ଧିପାର ଗାଁ ଲୋକଙ୍କ ଆକ୍ରମଣରେ ଝଡିଗୁଡା ଗାଁର ଦେବେନ୍ଦ୍ର ଜାନୀ ଓ ପୂର୍ଣ୍ଣ ନାୟକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିିଥିଲା।

https://www.thesakala.in/latest-odisha-news/koraput/double-murder-from-arguing/article-10956
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର