ଗଞ୍ଜେଇ ଚାଲାଣ ବେଳେ କାବୁ କଲା ପୋଲିସ, ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ଜବତ ସହ ୪ ଗିରଫ

The Sakala Picture
Published On

ବୈପାରିଗୁଡା: କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନାକୁ ଆସିଥିବା ଡିଏସପି ବିରଞ୍ଚି ନାରାୟଣ ଜଗତ ଙ୍କ ନିର୍ଦ୍ଦେଶକ୍ରମେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ପାପ୍ତ ସୂଚନା ଅନୁଯାୟୀ ବୈପାରିଗୁଡା ଥାନା ଅନ୍ତର୍ଗତ ଘୋଡାଘାଟ ଅଚଂଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ମିଳିବା ପରେ ଡିଏସପି ଥାନା କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରିବା ସହ ଘଟଣା ସ୍ଥଳରେ ପହଞ୍ଚି ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ […]

ବୈପାରିଗୁଡା: କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନାକୁ ଆସିଥିବା ଡିଏସପି ବିରଞ୍ଚି ନାରାୟଣ ଜଗତ ଙ୍କ ନିର୍ଦ୍ଦେଶକ୍ରମେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ପାପ୍ତ ସୂଚନା ଅନୁଯାୟୀ ବୈପାରିଗୁଡା ଥାନା ଅନ୍ତର୍ଗତ ଘୋଡାଘାଟ ଅଚଂଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ମିଳିବା ପରେ ଡିଏସପି ଥାନା କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରିବା ସହ ଘଟଣା ସ୍ଥଳରେ ପହଞ୍ଚି ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ ଏକ ବଡ ସଫଳ ହାସଲ କରିଛନ୍ତି । ସୂଚନା ମୁତାବକ ଛତିଶଗଡ ଅଞ୍ଚଳରୁ ଏକ ବୋଲେର (ନଂ CG 04 NM 1944) ଗାଡିରେ ୪ ବସ୍ତା ଗଞ୍ଜେଇ ଧରି ୪ ଜଣ ଯୁବକଙ୍କ ସହିତ ବୈପାରିଗୁଡା ଅଚଂଳର କିଛି ଲୋକ ନଦୀ ପାର ହେବା ପାଇଁ ଯୋଜନା କରୁଥିବା ସମୟରେ ବୈପାରିଗୁଡା ପୋଲିସ ପକ୍ଷରୁ ଚଢାଉ କରି ୧୦୦ କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ହୋଣ୍ଡା ସାଇନ ବାଇକ ଓଡି ୧୦ କେ ୫୮୭୮ ଓ ଓଡି ୧୦ ଆର ୩୬୦୧ ବାଇକ ମଧ୍ୟ ଜବତ କରାଯାଇଛି ! ଏଥିରେ ସମ୍ପୃକ୍ତ ଥିବା ଯୁବକ ମାନଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗଂଜେଇ ସବୁକୁ ବାହାର ରାଜ୍ୟକୁ ଚାଲାଣ ହେଉଥିବା ନେଇ ଜଣାପଡ଼ିଛି । ଏ ନେଇ ଥାନା ଅଧିକାରୀ ତଥା ଡିଏସପି ବିରଞ୍ଚି ନାରାୟଣ ଜଗତ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

07 May 2022 By The Sakala

ଗଞ୍ଜେଇ ଚାଲାଣ ବେଳେ କାବୁ କଲା ପୋଲିସ, ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ଜବତ ସହ ୪ ଗିରଫ

ବୈପାରିଗୁଡା: କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନାକୁ ଆସିଥିବା ଡିଏସପି ବିରଞ୍ଚି ନାରାୟଣ ଜଗତ ଙ୍କ ନିର୍ଦ୍ଦେଶକ୍ରମେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ପାପ୍ତ ସୂଚନା ଅନୁଯାୟୀ ବୈପାରିଗୁଡା ଥାନା ଅନ୍ତର୍ଗତ ଘୋଡାଘାଟ ଅଚଂଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ମିଳିବା ପରେ ଡିଏସପି ଥାନା କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରିବା ସହ ଘଟଣା ସ୍ଥଳରେ ପହଞ୍ଚି ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ ଏକ ବଡ ସଫଳ ହାସଲ କରିଛନ୍ତି । ସୂଚନା ମୁତାବକ ଛତିଶଗଡ ଅଞ୍ଚଳରୁ ଏକ ବୋଲେର (ନଂ CG 04 NM 1944) ଗାଡିରେ ୪ ବସ୍ତା ଗଞ୍ଜେଇ ଧରି ୪ ଜଣ ଯୁବକଙ୍କ ସହିତ ବୈପାରିଗୁଡା ଅଚଂଳର କିଛି ଲୋକ ନଦୀ ପାର ହେବା ପାଇଁ ଯୋଜନା କରୁଥିବା ସମୟରେ ବୈପାରିଗୁଡା ପୋଲିସ ପକ୍ଷରୁ ଚଢାଉ କରି ୧୦୦ କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ହୋଣ୍ଡା ସାଇନ ବାଇକ ଓଡି ୧୦ କେ ୫୮୭୮ ଓ ଓଡି ୧୦ ଆର ୩୬୦୧ ବାଇକ ମଧ୍ୟ ଜବତ କରାଯାଇଛି ! ଏଥିରେ ସମ୍ପୃକ୍ତ ଥିବା ଯୁବକ ମାନଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗଂଜେଇ ସବୁକୁ ବାହାର ରାଜ୍ୟକୁ ଚାଲାଣ ହେଉଥିବା ନେଇ ଜଣାପଡ଼ିଛି । ଏ ନେଇ ଥାନା ଅଧିକାରୀ ତଥା ଡିଏସପି ବିରଞ୍ଚି ନାରାୟଣ ଜଗତ ସୂଚନା ଦେଇଛନ୍ତି।

https://www.thesakala.in/latest-odisha-news/koraput/over-one-quintal-ganja-seized-and-4-arrested-in-koraput/article-11372
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର